E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ
9:58 pmJune 11, 2021

ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍‌ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା ମାରି ଭାଙ୍ଗି ଦେଇଛନ୍ତି ବାଂଲାଦେଶ ଷ୍ଟାର ଅଲରାଉଣ୍ଡର ଶାକିବ ଅଲ୍‌ ହାସନ।

ଅବାହାନି ଲିମିଟେଡ୍‌ ବିପକ୍ଷରେ ଶେର-ଇ-ବାଂଲା ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ମ୍ୟାଚ୍‌ରେ ମହମେଦାନ ସ୍ପୋର୍ଟିଂ କ୍ଲବ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଶାକିବ ଏଲ୍‌ବିଡବ୍ଲ୍ୟୁ ଲାଗି ଅପିଲ କରିଥିଲେ। କିନ୍ତୁ ଏହାକୁ ନାକଚ କରି ଦେଇଥିଲେ ମୁଖ୍ୟ ଅମ୍ପାୟର। ଏଥିରେ ଉତ୍‌କ୍ଷିପ୍ତ ହୋଇ ଗୋଇଠା ମାରି ଭାଙ୍ଗି ଉଇକେଟ ଭାଙ୍ଗି ଦେଇଥିଲେ ଶାକିବ। ଏହାପରେ ଅମ୍ପାୟରଙ୍କ ସହ ଯୁକ୍ତିତର୍କ କରିଥିଲେ। କିଛି ସମୟ ପରେ ବର୍ଷା କାରଣରୁ ମ୍ୟାଚ୍‌କୁ ସ୍ଥଗିତ ରଖାଯାଇଥିଲା। ଏଥି ଯୋଗୁ ଷ୍ଟାର ଅଲରାଉଣ୍ଡର ଉଇକେଟ ଓପାଡ଼ି ଗ୍ରାଉଣ୍ଡରେ କଚାଡ଼ି ଦେଇଥିଲେ।

ଏଭଳି ବ୍ୟବହାର ପାଇଁ ଶାକିବ ଫେସବୁକ ପୋଷ୍ଟ ଜରିଆରେ କ୍ଷମାପ୍ରାର୍ଥନା କରିଛନ୍ତି। କ୍ରୋଧ ଉପରୁ ନିୟନ୍ତ୍ରଣ ହରାଇବା ଲାଗି ମୁଁ ଦୁଃଖିତ। ମୋ ଭଳି ଅଭିଜ୍ଞ ଖେଳାଳିଙ୍କ ନିକଟରେ ଏଭଳି ଆଚରଣ ସ୍ବଭା ପାଏନାହିଁ। କିନ୍ତୁ ବେଳେବେଳେ ଏଭଳି ଘଟଣା ଘଟିବା ଦୁର୍ଭାଗ୍ୟଜନକ। ମୋ ବ୍ୟବହାର ଲାଗି ଦଳ, ମ୍ୟାନେଜମେଣ୍ଟ, ଟୁର୍ନାମେଣ୍ଟ ଅଫିସିଆଲ ଓ ଆୟୋଜକଙ୍କ ନିକଟରେ କ୍ଷମାପ୍ରାର୍ଥନା କରୁଛି ବୋଲି ପୋଷ୍ଟରେ ଲେଖିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍‌ ଡ୍ରାଇଭ୍‌’

ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍‌ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର...

ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ମହିଳା ୪୯କେଜି କାଟେଗୋରି ପାଇଁ ଭାରତର ଭାରୋତ୍ତୋଳିକା ମୀରାବାଈ ଚାନୁ ଯୋଗ୍ୟତା ଅର୍ଜନ କରିଥିବା ଇଣ୍ଟରନ୍ୟାଶନାଲ ଓ୍ବେଟ୍‌ଲିଫ୍ଟିଂ ଫେଡେରେଶନ(ଆଇଡବ୍ଲ୍ୟୁଏଫ୍‌) ଶନିବାର...

ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌; ପଢ଼ାଇଲେ ଅସଲ କ୍ରିକେଟ ପାଠ…

ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ...

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ...

ଭାରତକୁ ଆଶା ଦେଲେ ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍‌ ଝଟକା ଦେଇଛନ୍ତି ଅଭିଜ୍ଞ...

ଆଡ୍‌ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ

ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍‌ହକ୍‌ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
Next Post Next post:
୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts