୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ଟେଷ୍ଟ ମ୍ୟାଚ ଏକ ଇନିଂସ ଏବଂ ୨୮୫ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଥିଲା। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ବିପକ୍ଷରେ ଭାରତ ମାତ୍ର ୪୨ ରନ୍ରେ ଅଲଆଉଟ୍ ହୋଇଯାଇଥିଲା। ସେତେବେଳେ ଟେଷ୍ଟ କ୍ରିକେଟରେ ଏହା ଭାରତର ସର୍ବନିମ୍ନ ସ୍କୋର ଥିଲା। ତେବେ ଗତ ବର୍ଷ ଅଷ୍ଟ୍ରେଲିଆର ଆଡିଲେଡରେ ଭାରତର ସର୍ବନିମ୍ନ ରନ ରେକର୍ଡ ଭାଙ୍ଗି ଯାଇଥିଲା। ଏହି ଟେଷ୍ଟରେ ମାତ୍ର ୩୬ ରନ୍ରେ ସୀମିତ ହୋଇଯାଇଥିଲା। ୱାଡେକରଙ୍କ ଦଳରେ ସୁନୀଲ ଗାଭାସ୍କର, ଗୁଣ୍ଡାପ୍ପା ବିଶ୍ୱନାଥ, ମଦନ ଲାଲ, ବିଶନ୍ ସିଂ ବେଦୀ, ଏରାପଲ୍ଲୀ ପ୍ରସନ୍ନ ଏବଂ ଭାଗବତ ଚନ୍ଦ୍ରଶେଖରଙ୍କ ପରି ଭେଟେରାନ ଖେଳାଳି ଉପସ୍ଥିତ ଥିଲେ ମଧ୍ୟ ଦଳ ୪୨ ରନ୍ରେ ଅଲଆଉଟ୍ ହୋଇଯାଥିଲା। ଏହାପରେ ଅଜିତ ଓ୍ବାଡେକର ଟେଷ୍ଟରୁ ସନ୍ୟାସ ନେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.