ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କନେକ୍ଟିକଟ୍ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍ ଜିଲାର ଆମେରିକା ଆଟର୍ନି ଅଫିସ୍ରେ ମେଜର କ୍ରାଇମ୍ ୟୁନିଟ୍ର ଡେପୁଟି ଚିଫ୍ ଅଛନ୍ତି। ବିଚାରପତି ପଦରେ ନିଯୁକ୍ତ ହେବାରେ ନାଗଲା ପ୍ରଥମ ଦକ୍ଷିଣ ଏସିଆ ବଂଶୋଦ୍ଭବ। ୨୦୧୨ରେ ସେ ଆମେରିକା ଆଟର୍ନି ଅଫିସ୍ରେ ଯୋଗଦେଇଥିଲେ। ଏ ପର୍ଯ୍ୟନ୍ତ ସେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ସୁଚାରୁରୂପେ ଦାୟିତ୍ୱ ତୁଲାଇଛନ୍ତି।
Posted inଅନ୍ତର୍ଜାତୀୟ View All
ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ
ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...
ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍ଗାର ଲୁଙ୍ଗା ଫେସ୍ବୁକ୍ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ...
ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ଜେରୁଜେଲମ୍,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ...
ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍
ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍ ଚଳାଇଛି। ଏହି ଟ୍ରେନ୍ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...
ଜୁନ୍ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ
ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍...
ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…
ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...
ବନ୍ଦ ହେବ ଓ୍ବିଣ୍ଡୋଜ୍ ୧୦
ଜୁନ୍ ୨୪ରେ ଅପରେଟିଂ ସିଷ୍ଟମ୍ ଓ୍ବିଣ୍ଡୋଜ୍ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି...
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...


