ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କନେକ୍ଟିକଟ୍ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍ ଜିଲାର ଆମେରିକା ଆଟର୍ନି ଅଫିସ୍ରେ ମେଜର କ୍ରାଇମ୍ ୟୁନିଟ୍ର ଡେପୁଟି ଚିଫ୍ ଅଛନ୍ତି। ବିଚାରପତି ପଦରେ ନିଯୁକ୍ତ ହେବାରେ ନାଗଲା ପ୍ରଥମ ଦକ୍ଷିଣ ଏସିଆ ବଂଶୋଦ୍ଭବ। ୨୦୧୨ରେ ସେ ଆମେରିକା ଆଟର୍ନି ଅଫିସ୍ରେ ଯୋଗଦେଇଥିଲେ। ଏ ପର୍ଯ୍ୟନ୍ତ ସେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ସୁଚାରୁରୂପେ ଦାୟିତ୍ୱ ତୁଲାଇଛନ୍ତି।
Posted inଅନ୍ତର୍ଜାତୀୟ View All
୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…
କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ରେ...
ଯେଉଁ ଲ୍ୟାବ୍ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର
ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ...
ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ...
ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ
ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।...
ସାବଧାନ ! ସ୍ମାର୍ଟଫୋନ୍ରୁ ଶୀଘ୍ର ଡିଲିଟ୍ କରନ୍ତୁ ଏସବୁ ଆପ୍…
ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍ ଆପ୍କୁ ଟାର୍ଗେଟ୍ କରିଛି। ଏସବୁ ଆପ୍କୁ ଶୀଘ୍ର ନିଜ...
ନଦୀକୁ ଖସିଲା ବସ୍: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା...
ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
ଓ୍ବାଶିଂଟନ,୪ା୬: ବାହାରେନ୍ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...
ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...


