ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କନେକ୍ଟିକଟ୍ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍ ଜିଲାର ଆମେରିକା ଆଟର୍ନି ଅଫିସ୍ରେ ମେଜର କ୍ରାଇମ୍ ୟୁନିଟ୍ର ଡେପୁଟି ଚିଫ୍ ଅଛନ୍ତି। ବିଚାରପତି ପଦରେ ନିଯୁକ୍ତ ହେବାରେ ନାଗଲା ପ୍ରଥମ ଦକ୍ଷିଣ ଏସିଆ ବଂଶୋଦ୍ଭବ। ୨୦୧୨ରେ ସେ ଆମେରିକା ଆଟର୍ନି ଅଫିସ୍ରେ ଯୋଗଦେଇଥିଲେ। ଏ ପର୍ଯ୍ୟନ୍ତ ସେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ସୁଚାରୁରୂପେ ଦାୟିତ୍ୱ ତୁଲାଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.