E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
5:07 pmJune 8, 2021

ବମ୍ବେ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିବା ଶିଳ୍ପା ୧୯୯୪ରେ ‘ମେ ଖିଲାଡି ତୁ ଅନାଡ଼ି’ରେ ଅକ୍ଷୟଙ୍କ ନାୟିକା ସାଜିଥିଲେ। ସେତେବେଳେ ଉଭୟଙ୍କ ପ୍ରେମ ବି-ଟାଉନ୍‌ର ସବୁଠାରୁ ଚର୍ଚ୍ଚିତ ଖବର ଥିଲା।

ରବିନା ଟଣ୍ଡନଙ୍କ ସହ ବ୍ରେକ୍‌ଅପ୍‌ ପରେ ଅକ୍ଷୟଙ୍କ ଜୀବନରେ ଆସିଥିଲେ ଶିଳ୍ପା। ଉଭୟ ଏକାଧିକ ସୁପରହିଟ୍‌ ଫିଲ୍ମରେ କାମ କରିଥିଲେ। ଏହି ସମୟରେ ଅକ୍ଷୟ ଶିଳ୍ପାଙ୍କୁ ଛାଡ଼ି ଲୁଚିଲୁଚି ତାଙ୍କ ବନ୍ଧୁ ଟ୍ବିଙ୍କଲ ଖାନ୍ନାଙ୍କୁ ଡେଟ୍‌ କରୁଥିଲେ। ଫିଲ୍ମ ‘ଧଡକନ୍‌’ ଶୁଟିଂ ବେଳେ ଶିଳ୍ପାଙ୍କୁ ଏହା ଜଣାପଡ଼ିଥିଲା। ଶିଳ୍ପା ଏଥିରେ ଭାଙ୍ଗିପଡ଼ିବା ସହ ଅକ୍ଷୟଙ୍କ ସହ ବ୍ରେକ୍‌ଅପ୍‌ କରିନେଇଥିଲେ। ହେଲେ ଚଳଚ୍ଚିତ୍ରର ଶୁଟିଂ ସମ୍ପୂର୍ଣ୍ଣ କରିଥିଲେ।

ଏକ ସାକ୍ଷାତକାରରେ ଅକ୍ଷୟଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ଶିଳ୍ପା ଅନେକ କିଛି କହିଥିଲେ। କାରଣ ଏଥିଯୋଗୁ ସେ ମାନସିକ ସନ୍ତୁଳନ ହରାଇ ବସିଥିଲେ। ପାଗେଳୀ ପ୍ରାୟ ହୋଇଯାଇଥିଲେ। ହେଲେ ଶିଳ୍ପାଙ୍କ ମାତାପିତା ସବୁକିଛି ଭୁଲିଯିବା ପାଇଁ ଅଭିନେତ୍ରୀଙ୍କୁ ବୁଝାଉଥିଲେ। ହେଲେ ଅଭିନେତ୍ରୀ ଅକ୍ଷୟଙ୍କୁ କ୍ଷମା କରିବାକୁ ଚାହୁଁ ନ ଥିଲେ। ଅଭିନେତା ତାଙ୍କ ସହ ଖେଳ ଖେଳିଛନ୍ତି ବୋଲି ମନେ ହେଉଥିଲା। କାରଣ ଅନ୍ୟ କେହି ମିଳିଯିବା ପରେ ସେ ସହଜରେ ଶିଳ୍ପାଙ୍କୁ ଛାଡ଼ି ଦେଇଥିଲେ। କିଭଳି ଭାବେ ଜଣେ ପ୍ରେମିକ ହିସାବରେ ଏତେବଡ଼ ଧୋକା ଦେଇପାରନ୍ତି ଶିଳ୍ପା ତାହା ଭାଳି ହେଉଥିବା କହିଥିଲେ।

ଏବେର କାହାଣୀକୁ ଯଦି ଦେଖାଯାଏ ତେବେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ବିବାହ କରି ବେଶ ଖୁସିରେ ଜୀବନ ଅତିବାହିତ କରୁଛନ୍ତି ଶିଳ୍ପା। ସେହିଭଳି ଅକ୍ଷୟ ଟ୍ବିଙ୍କିଲଙ୍କ ଜୀବନସାଥୀ ପାଲଟିଛନ୍ତି। ଉଭୟଙ୍କ ଦାମ୍ପତ୍ୟ ଜୀବନ ସୁରୁଖୁରୁରେ ଚାଲିଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି...

ଫିଲ୍ମ ପିଛା ୫ରୁ ୭ କୋଟି ଚାର୍ଜ କରନ୍ତି ଏହି ଅଭିନେତା, ରହିଛି ଏକରୁ ବଳି ଏକ ଦାମୀ ଗାଡ଼ି; ପାଲଟିଛନ୍ତି…

ବମ୍ବେ: ବଲିଉଡ୍‌ର ଚକୋଲେଟ୍‌ ବୟ କହିଲେ ଅଭିନେତା କାର୍ତ୍ତିକ ଆର୍ୟନଙ୍କୁ ବୁଝାଯାଏ। ସେ ନିଜର କ୍ୟୁଟ୍‌ନେସ୍‌ରେ ମହିଳା ପ୍ରଶଂସକଙ୍କ ହୃଦୟ ଚୋରି କରିଥାନ୍ତି। ଏହାଛଡ଼ା ପୁଅମାନେ...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ...

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ...

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ...

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌
Next Post Next post:
ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts