କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ ମନ୍ଦିର ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିରରେ ମଧ୍ୟ ଅନୁରୂପ ଭାବେ ଶିବ ପାର୍ବତୀଙ୍କ ବିବାହ ମଙ୍ଗଳବାର ରାତିରେ ଅନୁଷ୍ଠିତ ହୋଇଥିଲା। ପ୍ରତିବର୍ଷ ଏହି ବିବାହ ଉତ୍ସବ ବେଶ୍ ଧୂମ୍ଧାମରେ ପାଳିତ ହେଉଥିବା ବେଳେ ଚଳିତ ବର୍ଷ ମହାମାରୀ କରୋନା ଯୋଗୁ କେବଳ କିଛି ଲୋକଙ୍କୁ ନେଇ ବିନା ଭକ୍ତରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ବର ପିତା ମାତା ଓ କନ୍ୟା ପିତା ମାତା ସହ ଅଳ୍ପ କିଛି ଲୋକଙ୍କୁ ନେଇ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ତେବେ ପୂର୍ବ ରୀତି ନୀତି ଅନୁଯାୟୀ ଏହି ବିବାହ ଅନୁଷ୍ଠିତ ହୋଇଥିଲା।
Posted inଆମ ଜିଲା ଖବର, କେନ୍ଦୁଝର View All
ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ
ଛତ୍ରପୁର,୨୫।୬(ଡି.ଏନ୍.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ...
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ
କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି।...
ମଉଳିଲା ରଜମଉଜ
କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ...
ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା
କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ...
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ...
ଲିଭିଯିବ ଷ୍ଟ୍ରିଟ୍ ଲାଇଟ୍
ବଇଣ୍ଡା,୧୬ା୬ (ପରିକ୍ଷିତ ସାହୁ) – ରାତିରେ ଜଳୁଛି ଷ୍ଟ୍ରିଟ୍ ଲାଇଟ୍। ଆଲୋକିତ ହେଉଛି ପଞ୍ଚାୟତର ଛକ ଓ ବଜାର ଅଞ୍ଚଳ। ସରକାରୀ ଯୋଜନାରେ ଏହି ଆଲୋକୀକରଣ...


