E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅଖତରଙ୍କ ବଡ଼ ଚ୍ୟାଲେଞ୍ଜ: ‘ମୋର ଯେତୋଟି ବଲ୍‌ ଖେଳିପାରିବ ସେତୋଟି ବାଇକ୍‌ ଦାନ କରିବି’
5:44 pmJune 4, 2021

ନୂଆଦିଲ୍ଲୀ,୪।୬: ଚର୍ଚ୍ଚାରେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ସୋଏବ ଅଖତର। କାରଣଟି ହେଲା ତାଙ୍କର କିଛି ସୋସିଆଲ ମିଡିଆ ପୋଷ୍ଟ। ମଜାରେ କିଛି କଥା କହୁ କହୁ ସୋଏବଙ୍କ ପୋଷ୍ଟ ଗମ୍ଭୀର ଆଡ଼କୁ ଗତି କରିଯାଇଛି। ସୋଏବ ପାକିସ୍ତାନର ଅଭିନେତା ଫହାଦ ମୁସ୍ତଫାଙ୍କୁ ଏକ ଚ୍ୟାଲେଞ୍ଜ ଦେଇଥିଲେ। ହସର ଇମୋଜି ସହ ମୋର ୬ ବଲ୍‌ ଖେଳିଦେଲେ ଗୋଟିଏ ମୋଟରସାଇକେଲ ତୋର ବୋଲି ସେ ଲେଖିଥିଲେ। ଜବାବରେ ଅଭିନେତା କିଛି କହି ନ ଥିଲେ ହେଁ ତାଙ୍କ ସ୍ଥାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ପୂର୍ବ ସ୍ପେଶାଲ ଆସିଷ୍ଟାଣ୍ଟ ସୈୟଦ ଜେ ବୁଖାରୀ ପ୍ରତିକ୍ରିୟା ରଖି ଚ୍ୟାଲେଞ୍ଜଟିକୁ ସ୍ବୀକାର କରିନେଇଥିଲେ। ଏଥିରେ ଦେଖ, ଆଉ ଜଣେ ଚ୍ୟାଲେଞ୍ଜର ଆସିଛନ୍ତି। ସବୁ କିଛି ଠିକ୍‌ ଚାଲିଛି ତ ବୁଖାରୀ ଆଜ୍ଞା ବୋଲି କ୍ରିକେଟର ଲେଖିଥିଲେ। ଜବାବରେ ହଁ। ସବୁକିଛି ଠିକ୍‌ ଅଛି। ମୁଁ ସିରିୟସ୍‌ ହୋଇ କହୁଛି। ଯେତେବେଳେ ମୁଁ କୌଣସି ବଲ୍‌ ମିସ୍‌ କରିବି, ସେତେବେଳେ ଗୋଟିଏ ବାଇକ୍‌ ଦାନ ଦେବି ବୋଲି ବୁଖାରୀ ପୁନଃ ଟୁଇଟ୍‌ କରିଥିଲେ। କଥା ଅନ୍ୟ ଆଡକୁ ଯାଉଥିବା ଦେଖି ସୋଏବ ‘ଏହା ତ ଗମ୍ଭୀର ହେବାକୁ ଯାଉଛି। ଏଭଳି କଥା ଯଦି ଯେତେଟା ବଲ୍‌ ଆପଣ ଖେଳିପାରିବେ, ସେତେଟା ବାଇକ୍‌ ଦାନ କରିବି। କ’ଣ କହୁଛନ୍ତି? କେବେ କରିବା’ ବୋଲି କହିଛନ୍ତି। ଉଭୟଙ୍କ ଏହି କଥା ଏବେ ଭାଇରାଲ ହେଉଛି। କେତେବେଳେ ଏହି ଚ୍ୟାଲେଞ୍ଜ ସତ ହେବ ଦେଖିବାକୁ ବାକି ରହିଲା ବୋଲି ଅଖତରଙ୍କ ପ୍ରଶଂସକ କହୁଛନ୍ତି।

6 ball khel li toh aik motorcycle teri @fahadmustafa26
😂 https://t.co/cKSYaACmXU

— Shoaib Akhtar (@shoaib100mph) May 24, 2021

I’ll accept your challenge🏏 https://t.co/F8kYTLIj6q

— Sayed Z Bukhari (@sayedzbukhari) June 1, 2021

Wow. This is getting serious.
Asi baat hai?
Toh phir @sayedzbukhari, i will donate a bike on every ball you’re able to touch with a bat.
What say? Kab kerna hai https://t.co/vKF2YJXDvW

— Shoaib Akhtar (@shoaib100mph) June 1, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’

ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍‌ ବୋଲର୍‌...

କୋଭିଡ୍‌-୧୯ : ଭାରତ ପାଇଁ ପାଣ୍ଠି ଯୋଗାଡ଼ କରିବେ ଅଷ୍ଟ୍ରେଲୀୟ କ୍ରିକେଟର

ସିଡ୍‌ନୀ,୩।୬(ପି.ଟି.): କୋଭିଡ୍‌- ୧୯ ମହାମାରୀ ବିରୋଧରେ ଲଢେଇ ଜାରି ରହିଥିବା ବେଳେ ପ୍ୟାଟ୍‌ କୁମିନ୍ସଙ୍କ ସମେତ କେତେଜଣ ଅଷ୍ଟ୍ରେଲୀୟ କ୍ରିକେଟର ପାଣ୍ଠି ଯୋଗାଡ଼ କରିବାକୁ ପ୍ରୟାସ...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ...

୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର

ମୁମ୍ବାଇ, ୧।୬: ସୁଯୋଗ ଅଭାବରୁ ୨୮ ବର୍ଷ ବୟସରେ ସମିତ ପଟେଲ ଭାରତୀୟ କ୍ରିକେଟରୁ ଅସବର ନେଇଛନ୍ତି। ୨୦୧୨ରେ ତାଙ୍କ ପ୍ରତିନିଧିତ୍ୱରେ ୧୯ ବର୍ଷରୁ କମ୍‌...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍‌ ଡ୍ର

ରିଓ ଡି ଜେନିରୋ,୨୨।୬: କୋପା ଆମେରିକାରେ ସୋମବାର ଗୁପ୍‌ ବି’ରେ ଖେଳାଯାଇଥିବା ଅନ୍ୟଏକ ମ୍ୟାଚରେ ଭେନିଜୁଏଲା ଓ ଇକ୍ୱେଡର ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା
Next Post Next post:
ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts