ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍ ଆକାଉଣ୍ଟରେ ଶେୟାର ହୋଇଥିବା ୫ ମିନିଟ୍ର ଏହି ଭିଡିଓକୁ ୫୫ ହଜାରରୁ ଅଧିକ ଥର ଦେଖାସରିଲାଣି। ସୋଏବ ଏକ ପାର୍ଟିରେ ଥିବାବେଳେ ତାଙ୍କ ବନ୍ଧୁମାନେ ଗୀତ ଗାଇବାକୁ ଅନୁରୋଧ କରିବାରୁ ସେ କିଶୋରକୁମାରଙ୍କ ୧୯୭୭ର ‘ଆତେ ଜାତେ ଖୁବ୍ସୁରତ ଆଓ୍ବାରା’ ଗୀତ ଗାଇଥିଲେ। ଏଥିସହ ‘ମେରେ ନସିବ୍ ମେ ୟେ ଦୋସ୍ତ’ର ମଧ୍ୟ କିଛି ଲାଇନ ସେ ଗାଇଥିଲେ। ତାଙ୍କ ସ୍ବରଙ୍କୁ ପ୍ରଶଂସକମାନେ ବେଶ୍ ପ୍ରଂଶସା କରି କମେଣ୍ଟ କରିଛନ୍ତି।
ଆଇପିଏଲ୍ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି
ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି।...
ଆଉ ଲୋଡ଼ା ୪୬ ରନ୍; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…
ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍ ସହ ନିମ୍ନ କ୍ରମରେ ଆସି ରନ୍ ଯୋଡ଼ିବାର...
ୟୁରୋକପ୍ ଫୁଟ୍ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ
ମ୍ୟୁନିକ୍,୧୭।୬: ୟୁରୋକପ୍ ଫୁଟ୍ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...
ଫ୍ରେଞ୍ଚ୍ ଓପନ ଟେନିସ୍: କ୍ରେଜିକୋଭାଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ପ୍ୟାରିସ୍,୧୩।୬: ଫ୍ରେଞ୍ଚ୍ ଓପନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଚେକ୍ ଗଣରାଜ୍ୟର ବାର୍ବୋରା କ୍ରେଜିକୋଭା ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଅଣସିଡ୍ ୨୫ ବର୍ଷୀୟ...
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍!
ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ...
ସବୁ ସ୍ପିନର୍ ବିବାହ କରିବା ଉଚିତ୍; କାହିଁକି ଏମିତି କହିଲେ ଚହଲ
ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ...
ଭର୍ଷ୍ଟାପେନ୍ ଜିତିଲେ ଫ୍ରେଞ୍ଚ୍ ଗ୍ରାଁ ପ୍ରି
ଲି କାଷ୍ଟିଲେଟ୍,୨୧ା୬ (ଏପି): ଲୁଇସ୍ ହାମିଲଟନଙ୍କୁ ପଛରେ ପକାଇ ପୂର୍ବତନ ଫର୍ମୁଲା ଓ୍ବାନ ଚାମ୍ପିୟନଶିପ୍ ଲିଡର ମାକ୍ସ ଭର୍ଷ୍ଟାପେନ୍ ଫ୍ରେଞ୍ଚ ଓପନ୍ ଗ୍ରାଁ ପ୍ରି ମୋଟର...
୨ ଉଇକେଟ ଦୂରରେ ଅଶ୍ୱିନ
ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...


