E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ମନୋରଞ୍ଜନ

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’
3:11 pmJune 11, 2021

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି ସେ ପୁଣି ଥରେ ଶ୍ରେଷ୍ଠ ଅଭିନେତା ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ‘ଦ ଟାଇମ୍ସ ମୋଷ୍ଟ ଡିଜାରେବଲ ମ୍ୟାନ ଅନ୍‌ ଟେଲିଭିଜନ ୨୦୨୦’ର ଏକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଶ୍ରେଷ୍ଠ ୨୦ ଜଣ ଅଭିନେତାଙ୍କ ସ୍ଥାନ ପାଇଛି। ଏଥିରେ ଟେଲି ଅଭିନେତା ସିଦ୍ଧାର୍ଥ ଶୁକ୍ଲା ଶୀର୍ଷରେ ରହିଥିବା ଜଣାପଡ଼ିଛି। ଛୋଟ ପରଦାରେ ଲୋକପ୍ରିୟତା, ଅନ୍‌ଲାଇନ ଭୋଟିଂ ଓ ଜୁରି ଭୋଟ ଆଧାରରେ ଏହି ତାଲିକା ପ୍ରସ୍ତୁତ କରାଯାଇଛି। ତେବେ ଚଳିତ ବର୍ଷ ଏହି ତାଲିକାର ଶୀର୍ଷରେ ରହିଥିବା ସିଦ୍ଧାର୍ଥ ଗତ ବର୍ଷ ମଧ୍ୟ ‘ଦ ଟାଇମ୍ସ ମୋଷ୍ଟ ଡିଜାରେବଲ ମ୍ୟାନ’(The Times Most Desirable Man On TV) ତାଲିକାରେ ସାମିଲ ହୋଇଥିଲେ। ସେ ନିଜର ଚରିତ୍ର, ବ୍ୟକ୍ତିତ୍ୱ ଏବଂ ନିଜର ଭିନ୍ନ ଅନ୍ଦାଜ ପାଇଁ ଦର୍ଶକଙ୍କ ହୃଦୟକୁ ବେଶ୍‌ ଜିତି ପାରିଛନ୍ତି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଟିଭିରେ ଟାଇମ୍ସ ମୋଷ୍ଟ ଡିଜାରେବଲ ମ୍ୟାନ ହୋଇଛନ୍ତି ସିଦ୍ଧାର୍ଥ। ଏନେଇ ସିଦ୍ଧାର୍ଥ ଖୁସିବ୍ୟକ୍ତ କରିବା ସହ ଏତେ ମାତ୍ରାରେ ଭଲପାଇବା ପାଇଁ ଦର୍ଶକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନିକଟରେ ସେ ଓଟିଟି ପ୍ଲାଟଫର୍ମରେ ଡେବ୍ୟୁ କରିଥିଲେ। ଏଥିରେ ତାଙ୍କର ଅଭିନୟ ବେଶ୍‌ ଚର୍ଚ୍ଚା ସାଉଁଟିଛି। ଅନ୍ୟପଟେ ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି ପାର୍ଥ ସମ୍‌ଥାନ। ସେହିପରି ତୃତୀୟରେ ଅଲି ଗୋନି ଓ ଚତୃର୍ଥରେ ଶାହିର ଶେଖ ରହିଥିବା ସୂଚନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ମନୋରଞ୍ଜନ View All

ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ...

ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ...

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ...

ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି: ଝିଅର ଖୁସି କହିଲେ ନ ସରେ

ରାଞ୍ଚି,୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ କମ ସକ୍ରିୟ ରୁହନ୍ତି। କିନ୍ତୁ ତାଙ୍କ ସହ ଜଡିତ ଖବର,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ
Next Post Next post:
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts