E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

୧୦ କୋଟି ଟଙ୍କାର ଅଫର୍‌ ଛାଡିଲେ ଶିଳ୍ପା ସେଟ୍ଟୀ: କାରଣ ଜାଣିଲେ କରିବେ ବାଃ ବାଃ
1:19 pmJune 24, 2021

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କୁନ୍ଦ୍ରା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ଅନେକ ସମୟରେ ଯୋଗ କିମ୍ବା ରୋଷେଇ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରନ୍ତି। ୪୬ ବର୍ଷ ବୟସରେ ମଧ୍ୟ ଶିଳ୍ପା ନିଜ ଫିଟନେସକୁ ନେଇ ବେଶ୍‌ ଚର୍ଚ୍ଚାରେ ଥା’ନ୍ତି। କିନ୍ତୁ ଆପଣ ଜାଣନ୍ତି କି ଏହି ଫିଟନେସ ହେତୁ ଶିଳ୍ପା ଏକ ୧୦ କୋଟିର ବିଜ୍ଞାପନ ଅଫରକୁ ମନା କରିଦେଇଛନ୍ତି। ୨୦୧୯ରେ, ଏକ ନିର୍ଦ୍ଦିଷ୍ଟ ବ୍ରାଣ୍ଡ ଶିଳ୍ପାଙ୍କୁ ସ୍ଲିମିଂ ବଟିକା ବିଜ୍ଞାପନ ଦେବା ପାଇଁ ଅଫର୍‌ ଦେଇଥିଲା। ଏହି ବିଜ୍ଞାପନ ପାଇଁ ଶିଳ୍ପାଙ୍କ ୧୦ କୋଟି ଟଙ୍କାର ଅଫର ଦିଆଯାଇଥିଲା କିନ୍ତୁ ଶିଳ୍ପା ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। କାରଣ ଶିଳ୍ପା ଏହିପରି ବଟିକା ବ୍ୟବହାର କରିବାକୁ ଫିଟନେସ ପାଇବାକୁ ପସନ୍ଦ କରନ୍ତି ନାହିଁ ଏବଂ ସେ ଏହି ଭୁଲ ଜିନିଷକୁ ପ୍ରୋତ୍ସାହିତ କରିବାକୁ ଚାହଁୁ ନ ଥିଲେ। ସେଥିପାଇଁ ସେ ସେହି ଅଫର୍‌କୁ ପ୍ରତ୍ୟାଖ୍ୟାନ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...

ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ

ବଲିଉଡ୍‌ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ

ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ
Next Post Next post:
ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts