E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌
7:58 amJune 26, 2021June 27, 2021

ଓ୍ବିମ୍ବେଲଡନ, ୨୬ା୬(ଏପି)-ପେଣ୍ଡାରେ ଆଘାତପ୍ରାପ୍ତ ଥିବାରୁ ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ୍‌ ଟେନିସ ପ୍ରତିଯୋଗିତାରୁ ଓହରିିଯାଇଛନ୍ତି। ଶୁକ୍ରବାର ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ପାଇଁ ଡ୍ର’ ପୂର୍ବରୁ ହାଲେପ୍‌ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଛନ୍ତି। ସମାନ କାରଣରୁ ସେ୍‌ ଫ୍ରେଞ୍ଚ୍‌ ଓପନରେ ଭାଗ ନେଇ ନ ଥିଲେ। ପୂର୍ବତନ ନମ୍ବର ଓ୍ବାନ ତଥା ଦୁଇଥର ଗ୍ରାଣ୍ଡସ୍ଲାମ ବିଜୟିନୀ ରୋମାନିଆର ଏହି ୨୯ ବର୍ଷୀୟା ବର୍ତ୍ତମାନ ବିଶ୍ୱର ୩ ନମ୍ବର ର଼୍ୟାଙ୍କିଙ୍ଗ ଖେଳାଳି। ପ୍ରତିଯୋଗିତାରୁ ସେ ଓହରିଯିବା ଅର୍ଥ ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗର ଟପ୍‌ ୩ ଖେଳାଳିଙ୍କ ମଧ୍ୟରୁ ଦୁଇ ଜଣ ଏଥର ଓ୍ବିମ୍ବେଲଡନ ଖେଳିବେ ନାହିଁ। ପୂର୍ବରୁ ବିଶ୍ୱର ଦୁଇ ନମ୍ବର ମାନ୍ୟତାପ୍ରାପ୍ତ ତଥା ୪ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ନାଓମି ଓାସାକା ବ୍ୟକ୍ତିଗତ କାରଣ ଦର୍ଶାଇ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ବର୍ତ୍ତମାନ ସେ ତାଙ୍କ ପରିବାର ଓ ବନ୍ଧୁମାନଙ୍କ ସହ ବିତାଇବାକୁ ଚାହୁଁଥିବା କହିଛନ୍ତି। ଅନ୍ୟପକ୍ଷରେ ପୁରୁଷ ବିଭାଗରେ ଏଟିପି ର଼୍ୟାଙ୍କିଙ୍ଗର ଟପ୍‌ ୫ ଖେଳାଳିଙ୍କ ମଧ୍ୟରୁ ଦୁଇ ଜଣ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ସେମାନେ ହେଲେ ୩ ନମ୍ବର ଖେଳାଳି ରାଫାଲ ନାଡାଲ ଓ ୫ ନମ୍ବର ଖେଳାଳି ଡୋମିନିକ୍‌ ଥିମ୍‌। ନାଡାଲ ତାଙ୍କ ଶରୀରକୁ ବିଶ୍ରାମ ଦେବାକୁ ଚାହିଁଥିଲେ। ଥିମ୍‌ଙ୍କ ଡାହାଣ କଚଟିରେ ଆଘାତ ଲାଗିଛି। କୋଭିଡ୍‌ ଯୋଗୁ ଗତ ବର୍ଷ ଓ୍ବିମ୍ବେଲଡନକୁ ବାତିଲ କରାଯାଇଥିଲା। ୨୦୧୯ ଫାଇନାଲରେ ହାଲେପ୍‌ ଫାଇନାଲରେ ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ସେରେନା ଓ୍ବିଲିୟମ୍ସଙ୍କୁ ୬-୨, ୬-୨ ସେଟ୍‌ରେ ପରାସ୍ତ କରି ଚାମ୍ପିୟନ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ

ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍‌, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍‌ ବିଜେତା...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...

୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

ଟସ୍‌ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି

ସାଉଥମ୍ପାଟନ,୧୯।୬: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳ ଶନିବାର ଆରମ୍ଭ ହୋଇଛି। ଶୁକ୍ରବାର ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ...

ଆଡ୍‌ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ

ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍‌ହକ୍‌ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ...

ଗୋଟିଏ ଉଇକେଟ୍‌ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍‌ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି...

ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ

ବ୍ରିଷ୍ଟଲ, ୧୭।୬-  ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ମହିଳା କ୍ରିକେଟ ଟେଷ୍ଟ ମ୍ୟାଚ ବୁଧବାର ଆରମ୍ଭ ହୋଇଛି। ପାଖାପାଖି ୭ ବର୍ଷ ବ୍ୟବଧାନରେ ଭାରତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
Next Post Next post:
ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts