E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
6:20 pmJune 18, 2021

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ କଳାକାର ଓ୍ବେଲଫେୟାର ଫଣ୍ଡରୁ ଏହି ସହାୟତା ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।

ତପୁ କରୋନାରୁ ସୁସ୍ଥ ହେବା ପରେ ବର୍ତ୍ତମାନ ଫୁସଫୁସ ସଂକ୍ରମିତ ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷେ ତପୁଙ୍କ ଚିକିତ୍ସା ପାଇଁ ପରିବାର ଲୋକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଗୁରୁବାର ଅନୁରୋଧ କରିଥିଲେ। ତପୁଙ୍କ ଅସୁସ୍ଥତା ଖବର ଶୁଣି ଶୁଭେଛୁ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍‌-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍‌ଘାଟନ କରିଛନ୍ତି...

ଧରାପଡ଼ିଲା ଗୁଗୁଲ୍‌ ପେ’ରେ ଲୁଟୁଥିବା ଲୁଟେରା

ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍‌ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...

ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍‌ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର

କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...

ବାତ୍ୟା ପରେ କାଦୁଅଫିଙ୍ଗା

ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଡ୍‌ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ
Next Post Next post:
୨୦୧୧ ବିଶ୍ୱକପ୍‌ ହିରୋଙ୍କ ସନ୍ୟାସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts