ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍ଓର ଏହି ପଦକ୍ଷେପରୁ ନିଶ୍ଚିତ ହୋଇଛି। ଗତ ମାସରେ ଚାଇନା ଟିକା ସିନୋଫାର୍ମକୁ ଡବ୍ଲ୍ୟୁଏଚ୍ଓ ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଥିଲା।
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍ View All
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...
ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...
ନୂଆ ଭାରିଆଣ୍ଟ୍ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
୩୩୦ କୋଟି ଦେଲେ ସ୍କଟ୍
ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋସ୍ଙ୍କ ପୂର୍ବତନ ସ୍ତ୍ରୀ ମାକ୍କେଞ୍ଜି ସ୍କଟ୍ ୪୫ ମିଲିୟନ ଡଲାର (ପ୍ରାୟ ୩୩୦...
ସହାୟତାର ହାତ ବଢ଼ାଇଲା ଶତ୍ରୁ…
ଜେରୁଜେଲମ୍୍,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍ ଏବଂ ଇସ୍ରାଏଲ୍ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...


