ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍ଓର ଏହି ପଦକ୍ଷେପରୁ ନିଶ୍ଚିତ ହୋଇଛି। ଗତ ମାସରେ ଚାଇନା ଟିକା ସିନୋଫାର୍ମକୁ ଡବ୍ଲ୍ୟୁଏଚ୍ଓ ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.