E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍‌ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା
4:02 pmJune 3, 2021

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ ସିବିଏସ୍‌ଇ ଟ୍ରେଣ୍ଡ କରିଥିଲେ। ଏସବୁ ମଧ୍ୟରେ ଜଣେ ବାଳକ ଏଭଳି କିଛି ଟୁଇଟ୍‌ କରିଥିଲେ, ଯାହା ଏବେ ବେଶ ଭାଇରାଲ ହେଉଛି।

ପ୍ରଧାନମନ୍ତ୍ରୀ ପରୀକ୍ଷା ରଦ୍ଦ ହୋଇଥିବା ନେଇ ଟୁଇଟ୍‌ କରିବା ପରେ ଅନେକ ଲୋକ ପ୍ରତିକ୍ରିୟା ଦେଇଥଲେ। ସେଥିରେ କୁକି ଅଗ୍ରଓ୍ବାଲ ନାମକ ଜଣେ ଯୁବକ ଥିଲେ। ସାର୍‌, ଫ୍ୟାରଓ୍ବେଲ୍‌(ବିଦାୟ ସମ୍ବର୍ଦ୍ଧନା) ତ କରିଦିଅନ୍ତୁ। +୨ ବିରେ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାର ଇଚ୍ଛା ଥିଲା ବୋଲି ସେ ଟୁଇଟ କରିଥିଲେ। କୁକିଙ୍କ ଏଭଳି କଥାକୁ ଲୋକେ ପସନ୍ଦ କରିବା ସହ ଏହା ଭାଇରାଲ ହୋଇଥିଲା। ପରେ ନେହାଙ୍କୁ ନେଇ ଅନେକ ମେମେ ଶେୟାର କରାଯାଇଥିଲା।

ଦେଖନ୍ତୁ ଟୁଇଟ୍‌:


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଅନ୍‌ଲାଇନ୍‌ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍‌, ଘରେ ପହଞ୍ଚିଲା…

ଅନ୍‌ଲାଇନ୍‌ ଶପିଂର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍‌ସାଇଟ୍‌ରେ ଡ୍ରେସ୍‌ର ଫଟୋ ଏବଂ ରଙ୍ଗ ଦେଖନ୍ତି।...

ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…

କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି...

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର...

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି...

ତଳକୁ ମୁହଁ କରି ଖାଉଥିଲା କୁକୁର: ପଛରୁ ଖୁମ୍ପିଲା କାଉ; ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

୮ ବର୍ଷୀୟା ମାଗାଜିନ୍‌ ସମ୍ପାଦିକା

ଅଷ୍ଟ୍ରେଲିଆର ଆଠ ବର୍ଷର କୁନି ଝିଅ ରୋକ୍ସେନ ଡାଉନ୍‌। ଏଇ ବୟସରେ ଯେଉଁଠି ପିଲାମାନେ ହୋମଓ୍ବାର୍କ କରନ୍ତି ଓ ଖେଳାଖେଳିରେ ବ୍ୟସ୍ତ ରୁହନ୍ତି, ସେ କିନ୍ତୁ...

ବାଉଁଶ କାରିଗରୀ

ବାଉଁଶରେ ତିଆରି କଳାକୃତି ହେଉ କି ପାରମ୍ପରିକ ବିଭିନ୍ନ କୃଷି ସାମଗ୍ରୀ । କାହିଁ କେଉଁକାଳରୁ ଲୋକଙ୍କ ଗୃହ ଉପକରଣ ଭାବେ ଏହାର ବ୍ୟବହାର ହୋଇଆସୁଛି।...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରଥରେ ଲାଗିଲା ଅଖ
Next Post Next post:
ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts