୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଛି ସ୍ଲଟ୍‌ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ସ୍ଲଟ୍‌ ବୁକିଂ କରି ପାରିବେ। ଏନେଇ ଶୁକ୍ରବାର ରାତି ୮ଟାରୁ ବୁକିଂ ଆରମ୍ଭ ହୋଇଛି।

ହିତାଧିକାରୀମାନେ selfregistration.cowin.gov.in ମାଧ୍ୟମରେ ବୁକିଂ କରି ପାରିବେ। ଆସନ୍ତା ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ସନ୍ଧ୍ୟା ୫ଟାରୁ ୬ମଧ୍ୟରେ ଏହି ଟିକାକରଣ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ପାଇଁ ମଧ୍ୟ ସ୍ଲଟ ବୁକିଂ ଆରମ୍ଭ କରାଯାଇଛି। ଉକ୍ତ ଲିଙ୍କ ମାଧ୍ୟମରେ ଏହି ବର୍ଗର ହିତାଧିକାରୀମାନେ ପ୍ରଥମ ଡୋଜ୍‌ ଟିକା ପାଇଁ ବୁକିଂ କରି ପାରିବେ। ଆସନ୍ତା ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଟିକାକରଣ ଜାରି ରହିବ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.