E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
9:53 amJune 12, 2021

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏବାବଦ ଚେକ୍‌ ପ୍ରଦାନ କରିଛନ୍ତି। ଏହି ଅବସରରେ ମହାପାତ୍ର ସଂଘ ସଦସ୍ୟ ଓ କର୍ମଚାରୀଙ୍କୁ ସାଧୁବାଦ ଜଣାଇବା ସହ ନିଜ ଶିଳ୍ପାନୁଷ୍ଠାନ ତଥା ବ୍ୟକ୍ତିଗତ ସ୍ତରରେ କରୋନା ନିୟମ ଅନୁପାଳନ ଓ ସଚେତନତା କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରିଛନ୍ତି। ସେହିପରି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ୪ର୍ଥ ଶ୍ରେଣୀର ଛାତ୍ର ପୃଥ୍‌ବୀ ସାରଥୀ ରାଉତରାୟ ନିଜ ପକେଟ ଓ ଜନ୍ମଦିନ ଭୋଜି ଖର୍ଚ୍ଚରୁ ସଞ୍ଚୟ କରି ରାଜ୍ୟ କୋଭିଡ୍‌ ପରିଚାଳନା ପାଇଁ ୧୦,୩୫୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କୁ ଚେକ୍‌ ପ୍ରଦାନ କରି ପୃଥ୍‌ବୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ପିଲାଙ୍କ ଚିକତ୍ସା ପାଇଁ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ କରୁଛନ୍ତି। ମୁଁ ମୋ ଜନ୍ମଦିନ ଭୋଜି ନ କରି ରିଲିଫ୍‌ ପାଣ୍ଠିକୁ ଦାନ କଲି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ...

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...

ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
Next Post Next post:
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts