E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ
6:15 pmJune 16, 2021

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ସେ ଏବେ ଦ୍ୱିିତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଲିକାର ଚତୁର୍ଥ ସ୍ଥାନକୁ ଉଠିଛନ୍ତି। କୋହଲିଙ୍କ ପାଖରେ ରହିଛି ୮୧୪ ପଏଣ୍ଟ। ତାଙ୍କ ବ୍ୟତୀତ ଟପ୍‌-୧୦ରେ ସ୍ଥାନ ପାଇଛନ୍ତି ଭାରତର ଆଉ ଦୁଇ ବ୍ୟାଟ୍ସମ୍ୟାନ। ସେମାନେ ହେଲେ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ (୭୪୭ ପଏଣ୍ଟ) ଏବଂ ଓପନର ରୋହିତ ଶର୍ମା (୭୪୭)। ଦୁହେଁ ମିଳିତ ୬ଷ୍ଠ ସ୍ଥାନ ବଜାୟ ରଖିଛନ୍ତି।

ଗତବର୍ଷ ବକ୍ସିଂ ଡେ’ ଟେଷ୍ଟ ପରେ ପ୍ରଥମ ଥର ଶୀର୍ଷସ୍ଥାନ ଅଧିକାର କରିଛନ୍ତି ସ୍ମିଥ। ଅନ୍ୟପକ୍ଷରେ ଆହତ ସମସ୍ୟା କରଣରୁ ଓ୍ବିଲିୟମସନ(୮୯୧) ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳି ନ ଥିଲେ। ଏହି କାରଣରୁ ୫ ପଏଣ୍ଟ ତଳକୁ ଖସି ଆସିଛି ତାଙ୍କ ରେଟିଂ ପଏଣ୍ଟ। ଯାହା ଫଳରେ ତାଙ୍କୁ ଶୀର୍ଷ ସ୍ଥାନ ହରାଇବାକୁ ପଡ଼ିଛି।

ବୋଲରଙ୍କ ତାଲିକାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ଟିମ୍‌ ଇଣ୍ଡିଆର ସିନିୟର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୮୫୦ ପଏଣ୍ଟ) ଦ୍ୱିତୀୟ ସ୍ଥାନରେ ଥିବାବେଳେ ଅଷ୍ଟ୍ରେଲିଆନ ପେସର ପାଟ କୁମିନ୍ସ (୯୦୮) ଶୀର୍ଷରେ ରହିଛନ୍ତି। ଟପ୍‌-୧୦ ସ୍ଥାନ ପାଇବାରେ ଅଶ୍ୱିନ ଏକମାତ୍ର ଭାରତୀୟ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ

ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍‌ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ୟୁକେ ଟୁର୍‌ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି

ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍‌ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର

ପ୍ୟାରିସ,୩।୬: ଫ୍ରେଞ୍ଚ୍‌ ଓପନ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭେରେଭ୍‌, ୧୫ତମ ସିଡ୍‌ ଖେଳାଳି ନରଓ୍ବେର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ
Next Post Next post:
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts