Categories: Video

ଖାଁ ଖାଁ ବଡଦାଣ୍ଡ

ଆଜି ଦେବସ୍ନାନ ପୂର୍ଣ୍ଣିମାରେ ବଡଦାଣ୍ଡ ଖାଁ ଖାଁ ରହିଛି। କେବଳ ପୋଲିସ କର୍ମଚାରୀ ଓ ସେବାୟତ ମାନଙ୍କୁ ଛାଡି ଦେଲେ ଆଉ କାହାକୁ ଅନୁମତି ନାହିଁ। ସହରର ବିଭିନ୍ନ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହୋଇଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିଛି।

 

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.