E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…
2:50 pmJune 9, 2021

ନୂଆଦିଲ୍ଲୀ,୯।୬: ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର ଅନଷ୍ଠିତ ହେବ। ଏହାପୂର୍ବରୁ ୧୮୭୩ ମେ’ ୨୬ରେ ଏଭଳି ଯୋଗ ସୃଷ୍ଟି ହୋଇଥିଲା। ଭାରତର ଅରୁଣାଚଳ ପ୍ରଦେଶ ଏବଂ ଜମ୍ମୁ-କଶ୍ମୀରରେ ଏହି ସୂର୍ଯ୍ୟପରାଗ ଦେଖାଯିବ।

ଭାରତୀୟ ସମୟ ଅପରାହ୍ନ ୧ଟା ୪୨ ମିନିଟ୍‌ରୁ ସନ୍ଧ୍ୟା ୬ଟା ୪୧ ମିନିଟ୍‌ ପର୍ଯ୍ୟନ୍ତ ହେଉଥିବା ଏହି ସୂର୍ଯ୍ୟପରାଗ ଉତ୍ତର ଆମେରିକା, ୟୁରୋପ ଏବଂ ଏସିଆର କେତେକ ଅଞ୍ଚଳରେ ଆଶିଂକ ଭାବେ ଦୃଷ୍ଟିଗୋଚର ହେବ। ଅପରପକ୍ଷରେ ଉତ୍ତର କାନାଡ଼ା, ଗ୍ରୀନ୍‌ଲାଣ୍ଡ୍‌ ଓ ରୁଷିଆରେ ସମ୍ପୂର୍ଣ୍ଣ ସୂର୍ଯ୍ୟପରାଗ ଅନୁଷ୍ଠିତ ହେବ। ସୂର୍ଯ୍ୟପରାଗ ଦେଖାଯାଉ ନ ଥିବା ଅଞ୍ଚଳରେ କୌଣସି ସୂତକ ନୀତି ପାଳନ କରାଯିବା ଆବଶ୍ୟକ ନୁହେଁ।

ସୂର୍ଯ୍ୟପରାଗ ଯୋଗୁ ବିଭିନ୍ନ ରାଶି ଉପରେ ଭିନ୍ନ ଭିନ୍ନ ପ୍ରଭାବ ସୃଷ୍ଟି ହେବ। ମିଥୁନ, କର୍କଟ, ସିଂହ, ତୁଳା, ଧନୁ, ମକର, କୁମ୍ଭ ଏବଂ ମୀନ ରାଶି ଜାତକଙ୍କ ପାଇଁ ସୂର୍ଯ୍ୟପରାଗ ଭଲ ଫଳ ନେଇ ଆସିବ। ଅପରପକ୍ଷରେ ମେଷ, ବୃଷ, କନ୍ୟା, ବିଛା ରାଶିର ବ୍ୟକ୍ତି ବିଶେଷ ସତର୍କ ରହିବା ଆବଶ୍ୟକ। ବୃଷ ରାଶିରେ ସୂର୍ଯ୍ୟପରାଗ ହେଉଥିବାରୁ ଏହି ରାଶିର ଜାତକମାନେ ବିଶେଷ ସତର୍କତା ଅବଲମ୍ବନ କରିବା ଆବଶ୍ୟକ।

ସୂର୍ଯ୍ୟପରାଗ ସମୟରେ କେତେକ କାର୍ଯ୍ୟ କଲେ ସୌଭାଗ୍ୟ ପ୍ରାପ୍ତି ହୋଇଥାଏ। ଏହି ସମୟରେ ନିଜ ଶକ୍ତି ଅନୁସାରେ ଗରିବଙ୍କୁ ଦାନ କଲେ ଶୁଭଫଳ ମିଳିଥାଏ। ସେହିପରି ସୂର୍ଯ୍ୟପରାଗ ସମୟରେ ସୂର୍ଯ୍ୟ ମନ୍ତ୍ର, ଗୁରୁମନ୍ତ୍ର, ଗାୟତ୍ରୀ ମନ୍ତ୍ର ଜପ ଦ୍ୱାରା ସୌଭାଗ୍ୟ ପ୍ରାପ୍ତିର ମାର୍ଗ ପ୍ରଶସ୍ତ ହୋଇଥାଏ। ସୂର୍ଯ୍ୟପରାଗ ସମୟରେ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କଲେ ଜୀବନର ସମସ୍ତ ବାଧାବିଘ୍ନ ଦୂର ହୋଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍‌ ଦେଲେ ବ୍ୟକ୍ତି; ବିଲ୍‌ ଦେଖି ଚକିତ ହେଲେ….

ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ।...

୬୫୦୦ ଫୁଟ ଉଚ୍ଚ ପାହାଡ଼ ଉପରେ ଅନ୍ତରଙ୍ଗ ମୁହୂର୍ତ୍ତରେ ମାତିଥିଲେ ପ୍ରେମୀଯୁଗଳ, ଜାଣି ନ ଥିଲେ ଲାଗିଛି ଓ୍ବେବ୍‌ କ୍ୟାମେରା, ଆଉ ତା’ ପରେ…

ପ୍ରେମୀଯୁଗଳ ଉଚ୍ଚ ପାହାଡ଼ ଉପରେ ରୋମାନ୍ସ କରୁଥିଲେ। ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି। ଏହି ଯୋଡ଼ି ୬୫୦୦ ଫୁଟ ଉଚ୍ଚରେ ଶାରୀରିକ ସମ୍ବନ୍ଧ ରକ୍ଷା କରିଥିଲେ।...

ବୁଲେଟ୍‌ ଟ୍ରେନ୍‌ଠାରୁ ବି ତୀବ୍ର ବେଗରେ ଯିବ ଏହି ଯାନ

ବିଗତ କିଛି ଦଶନ୍ଧି ମଧ୍ୟରେ ଟେକ୍ନୋଲୋଜି ଆମ ଜୀବନରେ ଅନେକ ପ୍ରଭାବ ପକାଇଛି। ଯଦିଓ ଭ୍ରମଣ ତରିକା ପାରମ୍ପରିକ ହୋଇଆସୁଛି ତଥାପି କିଛି ସମୟ ପାଇଁ...

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର...

ପ୍ରେମିକାଙ୍କୁ ଭେଟିବା ପାଇଁ ନବବିବାହିତାଙ୍କ ବେଶରେ ପହଞ୍ଚିଲେ ପ୍ରେମିକ; ପରେ ଘଟିଲା କିଛି …

ନୂଆ ନୂଆ ପ୍ରେମରେ ପଡ଼ିଥିବା ବ୍ୟକ୍ତି ସାଥୀଙ୍କୁ ଭେଟିବାକୁ ଆତୁର ହୋଇପଡ଼ନ୍ତି। ହେଲେ ଅନେକ ସମୟରେ ଏହା ମହଙ୍ଗା ପଡ଼ିପାରେ। ଏଭଳି ଏକ ଘଟଣା ଘଟିଛି...

୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

ଆଜିକାଲି ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମହିଳା ଜଣଙ୍କ ହେଉଛନ୍ତି ୮୩ ବର୍ଷିୟା ଭାରୋତ୍ତୋଳନକାରୀ କିରଣ ବାଇ। କିରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗଞ୍ଜାମକୁ ଡରାଉଛି କରୋନା ମୃତ୍ୟୁ: ପୁଣି ଗଲା ୨ ଯୁବକଙ୍କ ଜୀବନ
Next Post Next post:
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts