ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍ ଯୋଗାଇବା ସହିତ ସ୍ପେସ୍ ଷ୍ଟେଶନର ବିଭିନ୍ନ କାମରେ ସହାୟତା କରିବ। ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ମହାକାଶଚାରୀ ଶେନ୍ କିମ୍ବ୍ରୋ ଏବଂ ୟୁରୋପୀୟ ସ୍ପେସ୍ ଏଜେନ୍ସି(ଇଏସ୍ଏ)ର ଥୋମାସ୍ ପେସ୍କ୍ୱୁଏଟ ଚଳିତବର୍ଷ ସେମାନଙ୍କ ୮ମ ସ୍ପେସ୍ଓ୍ବାକ୍ରେ ବାହାରି ସଫଳତାର ସହ ଷ୍ଟେଶନର ବ୍ୟାକ୍ବୋନ୍ ଟ୍ରସ୍ ଷ୍ଟ୍ରକଚର (ପି୬)ର ବାମ ପାର୍ଶ୍ୱରେ ସୋଲାର ଆରେ ଇନ୍ଷ୍ଟଲ କରିଛନ୍ତି। ଏହି ସୋଲାର ଆରେ ଚଳିତ ମାସରେ ସ୍ପେସ୍ଏକ୍ସର ଡ୍ରାଗନ୍ ସ୍ପେସ୍କ୍ରାଫ୍ଟ ଦ୍ୱାରା ଆଇଏସ୍ଏସ୍କୁ ପଠାଯାଇଥିଲା।
Posted inଅନ୍ତର୍ଜାତୀୟ View All
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ...
ଡୋଜ୍ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…
ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ର ଦୁଇ...
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ...
ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ
ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍ର ରୂପ ନେଇଛି। ଏହି ଷ୍ଟ୍ରେନ୍ ବ୍ରିଟେନରେ ଆତଙ୍କ...
ଚଳନ୍ତା କାର୍ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…
ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ...
ନେଫ୍ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ...
ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
ଓ୍ବାଶିଂଟନ,୪ା୬: ବାହାରେନ୍ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...
ଭାରତୀୟ ଷ୍ଟ୍ରେନ୍କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍ଓ…
ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗ୍ରୀକ୍ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...


