ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍ ଯୋଗାଇବା ସହିତ ସ୍ପେସ୍ ଷ୍ଟେଶନର ବିଭିନ୍ନ କାମରେ ସହାୟତା କରିବ। ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ମହାକାଶଚାରୀ ଶେନ୍ କିମ୍ବ୍ରୋ ଏବଂ ୟୁରୋପୀୟ ସ୍ପେସ୍ ଏଜେନ୍ସି(ଇଏସ୍ଏ)ର ଥୋମାସ୍ ପେସ୍କ୍ୱୁଏଟ ଚଳିତବର୍ଷ ସେମାନଙ୍କ ୮ମ ସ୍ପେସ୍ଓ୍ବାକ୍ରେ ବାହାରି ସଫଳତାର ସହ ଷ୍ଟେଶନର ବ୍ୟାକ୍ବୋନ୍ ଟ୍ରସ୍ ଷ୍ଟ୍ରକଚର (ପି୬)ର ବାମ ପାର୍ଶ୍ୱରେ ସୋଲାର ଆରେ ଇନ୍ଷ୍ଟଲ କରିଛନ୍ତି। ଏହି ସୋଲାର ଆରେ ଚଳିତ ମାସରେ ସ୍ପେସ୍ଏକ୍ସର ଡ୍ରାଗନ୍ ସ୍ପେସ୍କ୍ରାଫ୍ଟ ଦ୍ୱାରା ଆଇଏସ୍ଏସ୍କୁ ପଠାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.