E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ
12:41 pmJune 12, 2021

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ ରଣବୀର କପୁର ମୁଖ୍ୟ ଭୂମିକାରେ ନଜର ଆସି ଥିଲେ। ବଲିଉଡର ଏ-ଲିଷ୍ଟର ଅଭିନେତ୍ରୀମାନଙ୍କ ମଧ୍ୟରୁ ସୋନମ ଅନ୍ୟତମ। କିନ୍ତୁ ବୋଧହୁଏ ଖୁବ କମ ଲୋକ ଜାଣିଥିବେ, ସୋନମ କେବେ ଅଭିନେତ୍ରୀ ହେବାକୁ ଚାହୁଁନଥିଲେ। ସେ ଜଣେ ଲେଖକ ଏବଂ ନିର୍ଦ୍ଦେଶକ ହେବାକୁ ଚାହୁଁଥିଲେ। ଯେଉଁଥିପାଇଁ ସେ ମୁମ୍ବାଇ ଫେରି ଆସି ସଞ୍ଜୟ ଲୀଲା ଭଁସାଲୀଙ୍କ ସହ ସହକାରୀ ଭାବରେ କାମ କରିବା ଆରମ୍ଭ କରିଥିଲେ। ୨୦୦୫ ରେ ସୋନମ ରାନୀ ମୁଖାର୍ଜୀଙ୍କ ଫିଲ୍ମ ‘ବ୍ଲାକ’ରେ ସହକାରୀ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ଲେଖକ ହେବାର ସ୍ବପ୍ନ ନେଇ ସୋନମ ଆସିଥିଲେ। କିନ୍ତୁ ସଞ୍ଜୟ ଲୀଲା ଭଁସାଲୀ ଚାହୁଁଥିଲେ ଯେ ସେ ଜଣେ ଅଭିନେତ୍ରୀ ହୁଅନ୍ତୁ। ସୋନମଙ୍କୁ ‘ସାୱରିୟା’ ଫିଲ୍ମ ପାଇଁ ମନାଇବା ପାଇଁ ପ୍ରାୟ ଦେଢ଼ ବର୍ଷ ସମୟ ଲାଗିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍‌ଜନ ଅଭିନେତା

ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...

ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ...

ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍‌ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…

ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍‌ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି...

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ...

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ...

ସତ୍ୟନାରାୟଣ କି କଥାରେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍‌ଲାଇଟ୍‌ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ
Next Post Next post:
ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts