E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ
12:29 pmJune 24, 2021

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ ଲାଇଫ୍‌ରୁ ଏବେ ରିୟଲ ଲାଇଫ୍‌ର ହିରୋ ସାଜିଛନ୍ତି ସୋନୁ। କରୋନା କାଳରେ ଲୋକଙ୍କ ସହାୟତା ପାଇଁ ହାତ ବଢ଼ାଇଥିବା ସୋନୁ ଅନେକ ପ୍ରବାସୀଙ୍କୁ ଘର ପହଞ୍ଚାଇବାଠାରୁ ଆରମ୍ଭ କରି ଚାକିରି ଦେବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ତୁଲାଇଥିଲେ। ଏହି କାର୍ଯ୍ୟ ପାଇଁ ସେ ବେଶ୍‌ ଚର୍ଚ୍ଚା ସାଉଁଟିଥିବା ବେଳେ ପ୍ରଶଂସକମାନେ ମଧ୍ୟ ବେଶ୍‌ ପ୍ରଶଂସା କରୁଛନ୍ତି। ତେବେ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ସୋନୁ ସୁଦ ପ୍ରାୟ ସମୟରେ କିଛି ଫନି ଭିଡିଓ ଶେୟାର କରିବା ସହ ସଚେତନାର ବାର୍ତ୍ତା ମଧ୍ୟ ଦେଇଥାନ୍ତି। ବର୍ତ୍ତମାନ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଢ଼ାବା ଓ ମଦ ଦୋକାନ ଖୋଲିବା ପରେ ବର୍ତ୍ତମାନ ସୋନୁ ନିଜର ଏକ ସୁପରମାର୍କେଟ ଖୋଲିଥିବା ଜଣାପଡ଼ିଛି। ଏହି ସୁପରମାର୍କେଟର ନାମ ରଖିଛନ୍ତି ‘ସୋନୁ ସୁଦକା ସୁପରମାର୍କେଟ’। ଏହାର ଏକ ଭିଡ଼ିଓକୁ ସେ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯେଉଁଥିରେ ସେ ସାଇକେଲ୍‌ରେ ଅଣ୍ଡା ଓ ବ୍ରେଡ୍‌ ବିକୁଥିବାର ନଜର ଆସିଛନ୍ତି। ଏଥିସହ କ୍ୟାପସନ୍‌ରେ ଲେଖିଛନ୍ତି, ମାଗଣା ହୋମ୍‌ ଡେଲିଭରୀ, ୧୦ଟି ଅଣ୍ଡାରେ ଗୋଟିଏ ବ୍ରେଡ୍‌ ମାଗଣା। ସୋନୁଙ୍କ ସୁପରମାର୍କେଟରେ ପ୍ରତି ଅଣ୍ଡାର ଦାମ୍‌ ୬ ଟଙ୍କା ହୋଇଥିବା ବେଳେ ବଡ଼ ବ୍ରେଡ୍‌ର ଦାମ୍‌ ୪୦ ଓ ଛୋଟ ବ୍ରେଡ୍‌ର ଦାମ୍‌ ୨୨ଟଙ୍କା ରହିଛି। ଆଉ ହୋମ୍‌ ଡେଲିଭରୀ ପାଇଁ ଏକ୍ସଟ୍ରା ଚାର୍ଜ ଲାଗିବ ବୋଲି ସୋନୁ ସୁଦ ଉକ୍ତ ଭିଡ଼ିଓରେ କହିଛନ୍ତି। ସୋନୁଙ୍କ ଏହି ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ...

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି...

ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍‌ଜନ ଅଭିନେତା

ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...

କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି।...

ଶୁଟିଂ ସେଟ୍‌ରେ ମାଗାଜିନ୍‌ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍‌ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...

ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…
Next Post Next post:
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts