ଗ୍ରସ୍ ଆଇଲେଟ୍ (ସେଣ୍ଟ୍ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ ଓ ୬୩ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ୯୭ ରନରେ ଅଲଆଉଟ ହୋଇଯାଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୩୨୨ ରନ କରିଥିଲା। ଘରୋଇ ଦଳ ଏହାର ଦ୍ୱିତୀୟ ଇନିଂସରେ ସମସ୍ତ ଉଇକେଟ ହରାଇ ୧୬୨ ରନ କରିପାରିଥିଲା।
ସଂକ୍ଷିପ୍ତ ସ୍କୋର
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୯୭
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୩୨୨
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ: ୧୬୨ (ରୋଷ୍ଟନ ଚେଜ୍-୬୨; କାଗିସୋ ରାବାଡା-୫/୩୪, ଏନରିଚ୍ ନୋର୍ଜେ-୩/୪୬, କେଶବ ମହାରାଜ-୨/୨୩)।
କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ
ନଟିଂହାମ୍(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ...
ଲିସ୍ବନରେ ପହଞ୍ଚତ୍ଲେ ନୀରଜ
ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍ ୧୦ରେ ଲିସ୍ବନରେ...
ମିଷ୍ଟର ଡିପେଣ୍ଡବୁଲ୍ ଟିମ୍ ଇଣ୍ଟିଆ କୋଚ୍: ସୂଚନା ଦେଲେ ଗାଙ୍ଗୁଲୀ…
କୋଲକାତା,୧୫।୬: ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆ କୋଚ୍ ଭାବେ ମିଷ୍ଟର ଡିପେଣ୍ଡବୁଲ୍ ରାହୁଲ ଦ୍ରାବିଡ୍ଙ୍କୁ ନିଯୁକ୍ତ କରାଯାଇଛି।...
ଏକଦା ଅଣ୍ଡରଓ୍ବାଲ୍ଡ ଡନ୍ ଦାଉଦ୍ ଇବ୍ରାହିମ୍କୁ ଡ୍ରେସିଂ ରୁମ୍ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..
ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍କୁ ବିଶ୍ୱକପ୍ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ...
ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍
ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ...
ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ
କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ...
ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...
ଅଲିମ୍ପିକ୍ସକୁ ୧୯୦ଜଣିଆ ଦଳ ପଠାଇବ ଭାରତ
ନୂଆଦିଲ୍ଲୀ, ୪ା୬(ପି.ଟି.)-ଆସନ୍ତା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତ ୧୯୦ ଜଣିଆ ଦଳ ପଠାଇବ ବୋଲି ଆଶା କରାଯାଉଛି। ତନ୍ମଧ୍ୟରେ ୧୦୦ ଜଣ ଆଥ୍ଲେଟ ଅନ୍ତର୍ଭୁକ୍ତ। କ୍ରୀଡ଼ାମନ୍ତ୍ରୀ...


