Categories: ଖେଳ

ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ୍‌ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ ଓ ୬୩ ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ୯୭ ରନରେ ଅଲଆଉଟ ହୋଇଯାଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୩୨୨ ରନ କରିଥିଲା। ଘରୋଇ ଦଳ ଏହାର ଦ୍ୱିତୀୟ ଇନିଂସରେ ସମସ୍ତ ଉଇକେଟ ହରାଇ ୧୬୨ ରନ କରିପାରିଥିଲା।
ସଂକ୍ଷିପ୍ତ ସ୍କୋର
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୯୭
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୩୨୨
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ: ୧୬୨ (ରୋଷ୍ଟନ ଚେଜ୍‌-୬୨; କାଗିସୋ ରାବାଡା-୫/୩୪, ଏନରିଚ୍‌ ନୋର୍ଜେ-୩/୪୬, କେଶବ ମହାରାଜ-୨/୨୩)।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.