ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟକୁ ହ୍ୟାକ୍ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍ରୁ କୋରିଆ ଆଟମିକ୍ ଏନର୍ଜି ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ୍ (କେଏଇଆର୍ଆଇ)ର ଆଭ୍ୟନ୍ତରୀଣ ନେଟ୍ଓ୍ବର୍କ ଆକ୍ସେସ୍ କରାଯାଇଥିବା ଦକ୍ଷିଣ ଆଫ୍ରିକାର ପ୍ରମୁଖ ବିରୋଧୀ ଦଳ ପିପୁଲ୍ସ ପାଓ୍ବାର ପାର୍ଟି ଅଭିଯୋଗ କରିଛି। ସେଥିମଧ୍ୟରୁ କେତେକ ଆଇପି ଆଡ୍ରେସ୍ ଉତ୍ତର କୋରିଆର ସାଇବର୍ ଅପରାଧୀ ଗ୍ରୁପ୍ କିମ୍ସୁକିର ବୋଲି ଚିହ୍ନଟ କରାଯାଇଛି। ତେବେ ହ୍ୟାକିଂ ଦ୍ୱାରା ହୋଇଥିବା କ୍ଷତି ଏବଂ ଏହାର ଉତ୍ସର ତଦନ୍ତ ଚାଲିଥିବା ଦକ୍ଷିଣ କୋରିଆ ବିଜ୍ଞାନ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.