E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସାଉଥାମ୍ପଟନ ପିଚ୍‌ରେ ଦେଖିବାକୁ ମିଳିବ ପେସ, ବାଉନ୍ସ
6:16 pmJune 14, 2021

ସାଉଥାମ୍ପଟନ, ୧୪।୬:ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଜେସ ବାଉଲଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପାଇଁ ପ୍ରସ୍ତୁତ ପିଚ୍‌ ପେସର କିମ୍ବା ସ୍ପିନରଙ୍କୁ ସୁହାଇବ, ସେ ନେଇ ଖୁବ ଚର୍ଚ୍ଚା ଚାଲିଛି। ତେବେ ସାଉଥାମ୍ପାଟନର ଗ୍ରାଉଣ୍ଡର ମୁଖ୍ୟ ଗ୍ରାଉଣ୍ଡ୍ସମ୍ୟାନ ସାଇମନ ଲି’ଙ୍କ ଅନୁଯାୟୀ, ପିଚ୍‌ରେ ପେସ ଓ ବାଉନ୍ସ ଦେଖିବାକୁ ମିଳିବ। ଏହାର ଅର୍ଥ ନୁହେଁ ସ୍ପିନରଙ୍କୁ ଏହି ପିଚ୍‌ ସୁହାଇବ ନାହିଁ। ସ୍ପିନରଙ୍କୁ ମଧ୍ୟ କିଛି ସହାୟତା ମିଳିବ ବୋଲି ସେ କହିଛନ୍ତି।

ଡବ୍ଲ୍ୟଟିସି ଫାଇନାଲ ପାଇଁ ପିଚ୍‌ ପ୍ରସ୍ତୁତ କରିବା ଅପେକ୍ଷାକୃତ ସହଜ ଥିଲା। କାରଣ ଏହା ନ୍ୟୁଟ୍ରାଲ ଭେନ୍ୟୁ। କିନ୍ତୁ ଆମେ ଭଲ ପିଚ୍‌ ଚାହୁଁ, ଯାହା ଫଳରେ ଦୁଇ ଦଳ ମଧ୍ୟରେ ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ଇଂଲଣ୍ଡରେ ଏଭଳି ପିଚ୍‌ ପ୍ରସ୍ତୁତ କରିବା କଷ୍ଟକର। କାରଣ ପ୍ରାୟତଃ ସମୟରେ ପାଗ ସହଯୋଗ କରେନାହିଁ। କିନ୍ତୁ ମ୍ୟାଚ୍‌ ବେଳେ ଖରା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏଣୁ ପିଚ୍‌ରେ ପେସ ଓ ବାଉନ୍ସ ଦେଖିବାକୁ ମିଳିବ ବୋଲି ଆମେ ଆଶା କରୁଛୁ। ପେସରଙ୍କୁ ସୁହାଉଥିବା ପିଚ୍‌ ଟେଷ୍ଟ ମ୍ୟାଚ୍‌ରେ ରୋମାଞ୍ଚ ଭରି ଦିଏ। ମୁଁ ମଧ୍ୟ ଜଣେ କ୍ରିକେଟ ଫ୍ୟାନ। ଏଣୁ ଏଭଳି ପିଚ୍‌ ପ୍ରସ୍ତୁତ କରିବାକୁ ଚାହେଁ, ଯେଉଁଠାରେ ଫ୍ୟାନମାନେ ପ୍ରତ୍ୟେକ ବଲକୁ ଉପଭୋଗ କରିବେ ବୋଲି ଲି କହିଛନ୍ତି। ଉଭୟ ଦଳରେ ବହୁ ଦକ୍ଷ ପେସର ଅଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ଢାକା ପ୍ରିମିୟର ଲିଗ୍‌:ଶକିବ ୩ଟି ମ୍ୟାଚରୁ ସସ୍‌ପେଣ୍ଡ

ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍‌ ମ୍ୟାଚ୍‌ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍‌...

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...

ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍‌ନିଲ ୫ବର୍ଷ ବାସନ୍ଦ

ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍‌ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ...

୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’

ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍‌ର ପୂର୍ବ ଓପନର ବିରେନ୍ଦ୍ର...

ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କଲା ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ

ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ଆପେକ୍ସ କାଉନ୍‌ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କରିଛି। ସେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ
Next Post Next post:
ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts