E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
4:57 pmJune 16, 2021

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି ଦିନରୁ ଆଜମଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନ ଥିବା ଜଣାପଡ଼ିଛି। ଏନେଇ ଆଜମଙ୍କ ପତ୍ନୀ ତଞ୍ଜୀମ ଫାତିମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ବହୁତ ଖରାପ୍‌ ରହିଛି। ତାଙ୍କର କରୋନା ରିପୋର୍ଟ ନେଗେଟିଭ୍‌ ଆସିଛି। କିନ୍ତୁ ମୁହଁରେ ଅଲ୍‌ସର ହୋଇଥିବାରୁ ସେ କିଛି ବି ଖାଇପାରୁନାହାନ୍ତି ଏବଂ ତାଙ୍କ ଫୁସ୍‌ଫୁସ୍‌ ଏବେ ବି ସଂକ୍ରମିତ ଥିବାରୁ ବହୁ ଦୁର୍ବଳ ହୋଇଯାଇଛନ୍ତି ବୋଲି ଫାତିମା କହିଛନ୍ତି।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର...

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌...

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope
Next Post Next post:
ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts