ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି ଦିନରୁ ଆଜମଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନ ଥିବା ଜଣାପଡ଼ିଛି। ଏନେଇ ଆଜମଙ୍କ ପତ୍ନୀ ତଞ୍ଜୀମ ଫାତିମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ବହୁତ ଖରାପ୍ ରହିଛି। ତାଙ୍କର କରୋନା ରିପୋର୍ଟ ନେଗେଟିଭ୍ ଆସିଛି। କିନ୍ତୁ ମୁହଁରେ ଅଲ୍ସର ହୋଇଥିବାରୁ ସେ କିଛି ବି ଖାଇପାରୁନାହାନ୍ତି ଏବଂ ତାଙ୍କ ଫୁସ୍ଫୁସ୍ ଏବେ ବି ସଂକ୍ରମିତ ଥିବାରୁ ବହୁ ଦୁର୍ବଳ ହୋଇଯାଇଛନ୍ତି ବୋଲି ଫାତିମା କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.