E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…
1:32 pmJune 16, 2021

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ ବୃତ୍ତିଗତ କ୍ରିକେଟ ଖେଳିପାରିବେ।

୨୦୧୩ରେ ଆଇପିଏଲ୍‌-୬ ସମୟରେ ସେ ସ୍ପଟ୍‌ ଫିକ୍ସିଂ ପାଇଁ ଚାଭାନଙ୍କୁ ଗିରଫ କରାଯାଇଥିଲା। ଅଜିତ ଚଣ୍ଡିଲା ଏବଂ ଏସ୍‌ ଶ୍ରୀସନ୍ତଙ୍କ ସହ ଚାଭାନଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା। ଏହି ତିନି ଖେଳାଳି ସେତେବେଳେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଥିଲେ।

ସେପ୍ଟେମ୍ବର ୨୦୧୩ରେ ବିସିସିଆଇ ଶୃଙ୍ଖଳା କମିଟି ଚାଭାନ ଏବଂ ଶ୍ରୀସନ୍ତଙ୍କ ଉପରେ ଆଜୀବନ ପ୍ରତିବନ୍ଧକ ଲଗାଇଥିଲା। ତେବେ ୨୦୧୫ରେ ଦିଲ୍ଲୀ କୋର୍ଟ ତାଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିଲେ। ଏଥିସହ ତାଙ୍କୁ ସମସ୍ତ ଦୋଷରୁ ମୁକ୍ତ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ

ଭୁବନେଶ୍ୱର(ସ୍ପୋଟର୍‌ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ...

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି।...

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ...

ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍‌
Next Post Next post:
ଶ୍ରୀମନ୍ଦିର ହେବ ଆଲୋକୀକରଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts