ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ ବୃତ୍ତିଗତ କ୍ରିକେଟ ଖେଳିପାରିବେ।
୨୦୧୩ରେ ଆଇପିଏଲ୍-୬ ସମୟରେ ସେ ସ୍ପଟ୍ ଫିକ୍ସିଂ ପାଇଁ ଚାଭାନଙ୍କୁ ଗିରଫ କରାଯାଇଥିଲା। ଅଜିତ ଚଣ୍ଡିଲା ଏବଂ ଏସ୍ ଶ୍ରୀସନ୍ତଙ୍କ ସହ ଚାଭାନଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା। ଏହି ତିନି ଖେଳାଳି ସେତେବେଳେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଥିଲେ।
ସେପ୍ଟେମ୍ବର ୨୦୧୩ରେ ବିସିସିଆଇ ଶୃଙ୍ଖଳା କମିଟି ଚାଭାନ ଏବଂ ଶ୍ରୀସନ୍ତଙ୍କ ଉପରେ ଆଜୀବନ ପ୍ରତିବନ୍ଧକ ଲଗାଇଥିଲା। ତେବେ ୨୦୧୫ରେ ଦିଲ୍ଲୀ କୋର୍ଟ ତାଙ୍କୁ କ୍ଲିନ୍ ଚିଟ୍ ଦେଇଥିଲେ। ଏଥିସହ ତାଙ୍କୁ ସମସ୍ତ ଦୋଷରୁ ମୁକ୍ତ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.