ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍ ବିଶ୍ୱକପ୍ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ଇଭେଣ୍ଟ ରୁଷିଆର ସୋଚିଠାରେ ଜୁଲାଇ ୧୦ରୁ ହେବ। ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ନାସିକ୍ ବାସିନ୍ଦା ଗୁଜରାଠୀ ହେଉଛନ୍ତି ୪ର୍ଥ ଭାରତୀୟ ଖେଳାଳି। ଅନ୍ୟ ଯେଉଁ ପୁରୁଷ ଖେଳାଳିମାନେ ଯୋଗ୍ୟତା ହାସଲ କରିସାରିଛନ୍ତି ସେମାନେ ହେଲେ ଗ୍ରାଣ୍ଡମାଷ୍ଟର ପି. ହରିକ୍ରିଷ୍ଣା, ଅରବିନ୍ଦ ଚିଦାମ୍ବରମ ଓ ପି. ଇନିୟାନ। ଅନ୍ୟପକ୍ଷରେ ବିଶ୍ୱକପ୍ ମହିଳା ଇଭେଣ୍ଟ ଲାଗି ଭାରତରୁ କୋନେରୁ ହମ୍ପି, ପଦ୍ମିନୀ ରାଉତ, ଡି. ହାରିକା, ଭକ୍ତି କୁଲକର୍ନୀ ଓ ଆର. ବୈଶାଳୀ ପ୍ରମୁଖ ଯୋଗ୍ୟତା ଅର୍ଜନ କରିସାରିଛନ୍ତି। ଗୁଜରାଠୀ ତୃତୀୟ ଥର ପାଇଁ ବିଶ୍ୱକପ୍ରେ ଖେଳିବାକୁ ଯାଉଛନ୍ତି। ପୂର୍ବରୁ ସେ ୨୦୧୭ ଓ ୨୦୧୯ରେ ଭାଗ ନେଇଥିଲେ। ସେ ବର୍ତ୍ତମାନ ବିଶ୍ୱ ର଼୍ୟାଙ୍କିଙ୍ଗରେ ୨୩ତମ ସ୍ଥାନରେ ଅଛନ୍ତି।
ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ...
ଏମିତି ଛକା ମାରିଲେ କ୍ରିକେଟର୍, ନିଜର ହେଲା କ୍ଷତି
କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ଛକା ମାରିଲେ ବଲ ସୀମା ବାହାରେ ବସିଥିବା ଜଣେ ବ୍ୟକ୍ତିଙ୍କ ଉପରେ ପଡିବା ନୂଆକଥା ନୁହେଁ। କ୍ରିକେଟରେ ଏପରି ଅନେକ ଉଦାହରଣ...
ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…
ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍ର ଘୋଷଣା କରାଯାଇଥିଲା। ଅନେକ ଯୁବ...
ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍: ଦ୍ୱିଶତକ ମାରିଲେ ମାଲାମାଲ୍
ଭାରତୀୟ କ୍ରିକେଟ୍ କଣ୍ଟ୍ରେଲ୍ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...
ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ
ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ...
କୋଭିଡ୍ ନିୟମ ଭାଙ୍ଗିବାରୁ ବାଦ୍ ପଡ଼ିଲେ ଜାତୀୟ ଦଳରୁ
ଆବୁଧାବି,୨୪।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ର ବାୟୋ ବବଲ ପ୍ରୋଟୋକଲ ଭାଙ୍ଗି ବାହାର ଲୋକଙ୍କୁ ଭେଟିଥିବା ଏବଂ ସାଧାରଣ ଦୂରତା ନିୟମ ମାନି ନ...
କୋପା ଆମେରିକା ଫୁଟ୍ବଲ: ନକ୍ଆଉଟରେ ଆର୍ଜେଣ୍ଟିନା
ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...
ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...


