ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍ ବିଶ୍ୱକପ୍ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ଇଭେଣ୍ଟ ରୁଷିଆର ସୋଚିଠାରେ ଜୁଲାଇ ୧୦ରୁ ହେବ। ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ନାସିକ୍ ବାସିନ୍ଦା ଗୁଜରାଠୀ ହେଉଛନ୍ତି ୪ର୍ଥ ଭାରତୀୟ ଖେଳାଳି। ଅନ୍ୟ ଯେଉଁ ପୁରୁଷ ଖେଳାଳିମାନେ ଯୋଗ୍ୟତା ହାସଲ କରିସାରିଛନ୍ତି ସେମାନେ ହେଲେ ଗ୍ରାଣ୍ଡମାଷ୍ଟର ପି. ହରିକ୍ରିଷ୍ଣା, ଅରବିନ୍ଦ ଚିଦାମ୍ବରମ ଓ ପି. ଇନିୟାନ। ଅନ୍ୟପକ୍ଷରେ ବିଶ୍ୱକପ୍ ମହିଳା ଇଭେଣ୍ଟ ଲାଗି ଭାରତରୁ କୋନେରୁ ହମ୍ପି, ପଦ୍ମିନୀ ରାଉତ, ଡି. ହାରିକା, ଭକ୍ତି କୁଲକର୍ନୀ ଓ ଆର. ବୈଶାଳୀ ପ୍ରମୁଖ ଯୋଗ୍ୟତା ଅର୍ଜନ କରିସାରିଛନ୍ତି। ଗୁଜରାଠୀ ତୃତୀୟ ଥର ପାଇଁ ବିଶ୍ୱକପ୍ରେ ଖେଳିବାକୁ ଯାଉଛନ୍ତି। ପୂର୍ବରୁ ସେ ୨୦୧୭ ଓ ୨୦୧୯ରେ ଭାଗ ନେଇଥିଲେ। ସେ ବର୍ତ୍ତମାନ ବିଶ୍ୱ ର଼୍ୟାଙ୍କିଙ୍ଗରେ ୨୩ତମ ସ୍ଥାନରେ ଅଛନ୍ତି।
୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍ କ୍ୟାରିୟର୍
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି...
ୟୁରୋକପ୍ ଫୁଟ୍ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍ଆଉଟ୍ରେ
ଆମଷ୍ଟରଡାମ,୧୯।୬: ୟୁରୋକପ୍ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି।...
ପୋଲାଣ୍ଡ ଓପନ୍: ଦହିୟାଙ୍କୁ ରୌପ୍ୟ
ଓ୍ବାରସା,୧୦।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଅନ୍ତିମ ର଼୍ୟାଙ୍କିଙ୍ଗ୍ ସିରିଜ ଇଭେଣ୍ଟ ବିବେଚିତ ହେଉଥିବା ପୋଲାଣ୍ଡ ଓପନ୍ରେ ଭାରତୀୟ ରେସ୍ଲର ରବି ଦହିୟା ପ୍ରଭାବୀ ପ୍ରଦର୍ଶନ କରି...
କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...
ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ
ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍ର...
ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୧୫।୬: ଖୁବ୍ କମ୍ ମ୍ୟାଚ୍ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ...
ୟୁରୋକପ୍ ଫୁଟ୍ବଲ: ବେଲ୍ଜିୟମର ହ୍ୟାଟ୍ରିକ ବିଜୟ
ସେଣ୍ଟ ପିଟର୍ସବର୍ଗ,୨୩।୬: ୟୁରୋକପ୍ରେ ବେଲ୍ଜିୟମ ତା’ର ଆଧିପତ୍ୟ ବଜାୟ ରଖିଛି। ଗ୍ରୁପ୍ ବି’ରେ ବେଲ୍ଜିୟମ ସବୁ ୩ଟି ଯାକ ମ୍ୟାଚ୍ରେ ବିଜୟୀ ହୋଇ ହ୍ୟାଟ୍ରିକ ଅର୍ଜନ...
କ୍ରାକ୍ଜିକ୍-ସାଲିସବୁରୀ ଚାମ୍ପିୟନ
ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍ଜିକ୍ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...


