E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ
12:48 pmJune 19, 2021

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ ଅରିନଗରର ଅନ୍ନା ପ୍ରାଣୀ ଉଦ୍ୟାନରେ ୪ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ସିଂହଙ୍କ ମଧ୍ୟରେ କରୋନା ଦ୍ୱିତୀୟ ଲହରର ଡେଲ୍‌ଟା ଭାରିଆଣ୍ଟ ଲକ୍ଷଣ ଚିହ୍ନଟ ହୋଇଛି। ଏନେଇ ଶୁକ୍ରବାର ଅନ୍ନା ପ୍ରାଣୀ ଉଦ୍ୟାନ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମିତ ସିଂହଙ୍କଠାରୁ ନିଆଯାଇଥିବା ନମୁନାର ଜିନୋମରୁ ଜଣାପଡ଼ିଛି ଯେ, ଏହା ଡେଲ୍‌ଟା ଭାରିଆଣ୍ଟ। ସୂଚନାଯୋଗ୍ୟ, ଭୋପାଳର ଆଇସିଏଆର ଓ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ହାଇ ସିକ୍ୟୁରିଟି ପଶୁ ରୋଗ(ଏନ୍‌ଆଇଏଚ୍‌ଏସ୍‌ଏଡି)କୁ ପ୍ରାଣୀ ଉଦ୍ୟାନ ପକ୍ଷରୁ ୧୧ସିଂହର ନମୁନା ପଠାଯାଇଥିଲା। ଏହାପରେ ଜୁନ ୩ରେ ୯ସିଂହଙ୍କ ନମୁନାରେ କରୋନା ଭାଇରସ୍‌ ଚିହ୍ନଟ ହୋଇଥିଲା। ବର୍ତ୍ତମାନ ସେମାନଙ୍କ ଚିକିତ୍ସା ଜାରି ରହିଛି। ପୁଣି ୪ସିଂହଙ୍କ ଭିତରେ କରୋନା ଲକ୍ଷଣ ଚିହ୍ନଟ ହେବା ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଦେଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...

୫ ମିନିଟ ଅକ୍ସିଜେନ୍‌ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍‌ ସିଲ୍‌

ଆଗ୍ରା,୮। ୧୧: ଆଗ୍ରାର ଏକ ପ୍ରାଇଭେଟ ହସ୍ପିଟାଲରେ ଅକ୍ସିଜେନ ମକ ଡ୍ରିଲ ବେଳେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ସାମ୍ନାକୁ...

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...

ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୧।୬: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ପରିବାର ସହ ସମୟ ବିତାଉଛନ୍ତି। ସେ ଗୁରୁବାର ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…
Next Post Next post:
ବର୍ଷା ଉପରେ କାହିଁକି ରାଗିଲେ ଅନୁଷ୍କା…..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts