E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି
10:29 amJune 16, 2021

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ ପରେ ଅଭିନେତ୍ରୀ ହେବାର ତାଙ୍କର ଯାତ୍ରା ସେତେଟା ସହଜ ନ ଥିଲା। ଅନେକ ସଂଘର୍ଷ ପରେ ସେ ୨୦୦୧ରେ ଅକ୍ଷୟ କୁମାରଙ୍କ ଫିଲ୍ମ ‘ଅଜନବୀ’ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଏହାପରଠାରୁ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ।

ଆମେରିକାରୁ ଭାରତ ଫେରିବା ପରେ ବିପାଶାଙ୍କୁ କଳିଙ୍ଗା କଲୋନୀରେ ରହିବାକୁ ପଡ଼ିଥିଲା। ସେତେବେଳେ ଏହା ଡ୍ରାଇଭରଙ୍କ କଲୋନୀ ଥିଲା। ସେଠାରେ ବିପାଶାଙ୍କୁ ବହୁତ ଡର ଲାଗୁଥିଲା। ଏଣୁ ସକାଳୁ ଘରୁ ସେ ବାହାରି ଯାଉଥିଲେ। ନିଜ ପାଖରେ ସେ ସବୁବେଳେ ହାତୁଡ଼ି ରଖୁଥିଲେ। ଏକଦା ବିପାଶା ଫ୍ୟାଶନ ଶୋ’ରେ ଭାଗ ନେଇ ଘରକୁ ଫେରୁଥିବା ବେଳେ କିଛି ଗୁଣ୍ଡା ତାଙ୍କର ପଛରେ ପଡ଼ିଥିଲେ। ଏହାଦେଖି ତାଙ୍କ ଡ୍ରାଇଭର ଗାଡ଼ିର ସ୍ପିଡ୍‌ ବଢ଼ାଇଥିଲେ। ସେଦିନକୁ ଆଜି ଯାଏ ଭୁଲିନାହାନ୍ତି ବିପାଶା। ଯେତେବେଳେ ଅତୀତ ଏବଂ ସଂଘର୍ଷର ଦିନ କଥା ପଡେ, ସେ ସର୍ବଦା ଘଟଣାଗୁଡ଼ିକୁ ମନେ ପକାଇଥାନ୍ତି। ଏବେ ସେ ଅଭିନେତା କରନ୍‌ ସିଂହ ଗ୍ରୋଭରଙ୍କୁ ବିବାହ କରି ସୁଖୀ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଲିଉଡ୍‌ର ଡ୍ରାମା କୁଇନ୍‌ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ...

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର...

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...

ଶୁଟିଂ ସେଟ୍‌ରେ ମାଗାଜିନ୍‌ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍‌ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…
Next Post Next post:
ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts