E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ସ୍ବପ୍ନରେ ଏସବୁ ଦେଖିଲେ…
11:01 amJune 9, 2021

ବ୍ୟକ୍ତିର ଭବିଷ୍ୟ ସହ ଜଡ଼ିତ ଥାଏ ସ୍ବପ୍ନ। ସବୁ ସ୍ବପ୍ନର କିଛି ନା କିଛି ମାନେ ଥାଏ। ସ୍ବପ୍ନ ଶାସ୍ତ୍ର ଅନୁଯାୟୀ ଏଭଳି କିଛି ସ୍ପପ୍ନ ଅଛି ଯାହାକୁ ଦେଖିଲେ ଅର୍ଥହାନୀର ପୂର୍ବ ସୂଚନା ମିଳେ। ଶୁଭ ସ୍ବପ୍ନ ଦେଖିଲେ ଧନଲାଭର ସୁଯୋଗ ଆସିଥାଏ। ସେଭଳି କିଛି ହେଲା:

ସୁସ୍ବାଦୁ ଭୋଜନ ଖାଇବା: ଯଦି କେହି ସ୍ବପ୍ନରେ ଭଲ ଖାଇବା ଖାଇଥାଏ ତେବେ ଏହା ଧନଲାଭର ସଙ୍କେତ ଦେଇଥାଏ। ଏହି ସ୍ବପ୍ନକୁ ଦେଖିବା ଅର୍ଥ ଉତ୍ତମ ସ୍ବାସ୍ଥ୍ୟ ଏବଂ ଉନ୍ନତି ମଧ୍ୟ ହୋଇଥାଏ।

ମୟୂର ପୁଚ୍ଛ: ସ୍ବପ୍ନରେ ମୟୁର ପୁଚ୍ଛ ଦେଖିବା ଖୁବ୍‌ ଭଲ। ଉକ୍ତ ବ୍ୟକ୍ତି ପାଇଁ ଶୀଘ୍ର ଧନପ୍ରାପ୍ତିର ଅବସର ମିଳିବ। ହେଲେ ଏହି ସ୍ବପ୍ନ ଦେଖିଲେ କାହାରିକୁ କହିବା ଉଚିତ ନୁହେଁ।

ଝାଡ଼ୁ: କୁହାଯାଏ ଲକ୍ଷ୍ମୀଙ୍କୁ ଝାଡ଼ୁ ପସନ୍ଦ। ଏଣୁ ଝାଡ଼ୁକୁ ବୈଭବର ପ୍ରତୀକ ବୋଲି କୁହାଯାଏ। ଯେଉଁ ଲୋକ ସ୍ବପ୍ନରେ ଝାଡ଼ୁ ଦେଖିଥାଏ, ତାର ଘରେ ଦରିଦ୍ରତା ରୁହେ ନାହିଁ। ଏପରିକି ଧନଲାଭର ଗୋଟିଏ ପରେ ଗୋଟିଏ ସୁଯୋଗ ସୃଷ୍ଟି ହୁଏ। ଏଭଳି ସ୍ବପ୍ନ ଦେଖିଲେ ମା’ ଅଥବା ସ୍ତ୍ରୀଙ୍କୁ କହିବା ଭଲ ବୋଲି କୁହାଯାଇଛି।

ଫୁଲ: ସ୍ବପ୍ନରେ ପଦ୍ମ, କେତକୀ, ନାଗକେସର, କୁସୁମ ଆଦି ଫୁଲ ଦେଖିବା ଭଲ। ଏପରିକି ଫୁଲରେ ଯଦି ପ୍ରଜାପତି ବସିବା ଦେଖନ୍ତି ତେବେ ଏହା ବହୁତ ଶୁଭ। ଏହାର ଅର୍ଥ ଧନପ୍ରାପ୍ତି ବୋଲି କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…

*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ। *ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ...

ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ।...

ଫିକା ଫିକା ରଜ

ବାହାଘର ପରେ ପ୍ରଥମ ରଜ। ନୂଆ ପିନ୍ଧିବା, ସ୍ବାମୀଙ୍କ ସହ ବୁଲିଯିବା ଆଉ ବାପଘରେ ଯାଇ ପୁରୁଣାଦିନର ରଜ ଅନୁଭୂତିକୁ ସାଉଁଟିବାକୁ ନେଇ କେତେ କେତେ...

ମାତୃଗର୍ଭରୁ ସ୍ଥିର ହୁଏ ଏସବୁ

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା...

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...

ପୁଦିନାର ଘରୋଇ ବ୍ୟବହାର

ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ.. – ପୁଦିନା ଓ...

ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି

ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍‌ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍‌ ଇନ୍‌ଷ୍ଟିଚ୍ୟୁଟ୍‌...

ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…
Next Post Next post:
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍‌ଡାଉନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts