E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ
4:17 pmJune 17, 2021

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛତ୍ରପୁର ଅରବିନ୍ଦ ସ୍କୁଲ ନିକଟରେ ଥିବା ଟୁର ଆଣ୍ଡ ଟ୍ରାଭେଲସ ଦୋକାନୀ କରୋନା ଗାଇଡ୍‌ଲାଇନ୍‌ ଅବମାନନା କରିଥିବାରୁ ଏନ୍‌ଏସି ପକ୍ଷରୁ ଜରିମାନା କରାଯାଇଛି। ନିୟମ ଅବମାନନା କରିଥିବାରୁ ଉକ୍ତ ଦୋକାନୀଙ୍କୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛିି ବୋଲି ଏନ୍‌ଏସି ଅଧିକାରୀ ଏନ. ଗଣେଶ ବାବୁ କହିଛନ୍ତି ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ

ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ...

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...

ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ...

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope
Next Post Next post:
କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜୀବନ ନେଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts