ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛତ୍ରପୁର ଅରବିନ୍ଦ ସ୍କୁଲ ନିକଟରେ ଥିବା ଟୁର ଆଣ୍ଡ ଟ୍ରାଭେଲସ ଦୋକାନୀ କରୋନା ଗାଇଡ୍ଲାଇନ୍ ଅବମାନନା କରିଥିବାରୁ ଏନ୍ଏସି ପକ୍ଷରୁ ଜରିମାନା କରାଯାଇଛି। ନିୟମ ଅବମାନନା କରିଥିବାରୁ ଉକ୍ତ ଦୋକାନୀଙ୍କୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛିି ବୋଲି ଏନ୍ଏସି ଅଧିକାରୀ ଏନ. ଗଣେଶ ବାବୁ କହିଛନ୍ତି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.