E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା
8:49 pmJune 11, 2021

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ ଏହା ଥିଲା ଷ୍ଟୁଆର୍ଟଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ। ଏହି ଘଟଣା ଯୋଗୁ ବ୍ରଡଙ୍କ କ୍ୟାରିୟର ଉପରେ ଲାଗି ଯାଇଥିଲା ପ୍ରଶ୍ନବାଚୀ। ଏପରି କି ଷ୍ଟୁଆର୍ଟଙ୍କ ବାପା କ୍ରିସ ବ୍ରଡ ମଧ୍ୟ ପୁଅର କ୍ୟାରିୟରର ନେଇ ଅନିଶ୍ଚତତାରେ ଥିଲେ। ଏ ବିଷୟରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ ପୂର୍ବରୁ ଯୁବରାଜଙ୍କୁ ଭେଟି କହିଥିଲେ ସିନିୟର ବ୍ରଡ। ଏ ନେଇ ପୂର୍ବତନ ଭାରତୀୟ ଅଲରାଉଣ୍ଡର ଏକ ସାକ୍ଷାତ୍‌କାର ଅବସରରେ ପ୍ରକାଶ କରିଛନ୍ତି।

ମୋର ମନେ ଅଛି, ଅଷ୍ଟ୍ରେଲିଆ ବିପକ୍ଷରେ ସେମିଫାଇନାଲ ପୂର୍ବରୁ ମୋତେ ଷ୍ଟୁଆର୍ଟଙ୍କ ବାପା ଭେଟିଥିଲେ। ସେ ଉକ୍ତ ମ୍ୟାଚ୍‌ରେ ରେଫରୀ ଦାୟିତ୍ୱରେ ଥିଲେ। ‘ମୋ ପୁଅର କ୍ୟାରିୟରର ପ୍ରାୟ ନଷ୍ଟ କରିବା ପାଇଁ ତୁମକୁ ଧନ୍ୟବାଦ’ ବୋଲି କହିଥିଲେ ଖ୍ରିସ ବ୍ରଡ୍‌। ମୋର କୌଣସି ବ୍ୟକ୍ତିଗତ ଶତୃତା ନ ଥିଲା। ମୁଁ ମଧ୍ୟ ଗୋଟିଏ ଓଭରରେ ୫ ଛକା ଖାଇଛି। ମୋତେ ଜଣା ଏହା କେଉଁଭଳି ବାଧେ ବୋଲି ଏକ ସାକ୍ଷାତ୍‌କାରରେ ୨୦୦୭ ଟି୨୦ ଓ ୨୦୧୧ ବିଶ୍ୱକପ୍‌ର ହିରୋ ଯୁବରାଜ କହିଛନ୍ତି। ଏହାବାଦ୍‌ ଇଂଲଣ୍ଡ ବିପକ୍ଷ ଉକ୍ତ ମ୍ୟାଚ୍‌ରେ ପିନ୍ଧିଥିବା ଜର୍ସିକୁ ଉପହାର ସ୍ବରୂପ ବ୍ରଡଙ୍କୁ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ କ୍ରିସ।

ଉଲ୍ଲେଖଥାଉ କି, ୨୦୦୭ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡ ଗସ୍ତ କରିଥିଲା ଟିମ୍‌ ଇଣ୍ଡିଆ। ଏକ ଦିନିକିଆ ମ୍ୟାଚ୍‌ରେ ଯୁବରାଜଙ୍କ ଓଭରରେ କ୍ରମାଗତ ୫ ଛକା ଲଗାଇଥିଲେ ଇଂଲଣ୍ଡ ଅଲରାଉଣ୍ଡର ଦିମିତ୍ରି ମାସ୍କେରେନହସ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର...

ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...

ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା

ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ...

ଢାକା ପ୍ରିମିୟର ଲିଗ୍‌:ଶକିବ ୩ଟି ମ୍ୟାଚରୁ ସସ୍‌ପେଣ୍ଡ

ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍‌ ମ୍ୟାଚ୍‌ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍‌...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

କୌଣସି ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ ଏହି କ୍ରିକେଟର୍‌ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ନେଲେ ହୋମ୍‌ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ
Next Post Next post:
ଓଡ଼ିଶା: ଆଜିର ଫଟୋ ( ଜୁନ୍ ୧୧, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts