E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ
9:42 amJune 9, 2021

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ ଶ୍ରେଣୀ ଛାତ୍ରୀ ଲିଡ୍‌ଓ୍ବିନା ଜୋସେଫ୍‌। ମହାମାରୀ ସଙ୍କଟରେ ତୁରନ୍ତ ଅକ୍ସିଜେନ୍‌ ଯୋଗାଣ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେବା ଏବଂ ସମସ୍ତଙ୍କୁ ମାଗଣା ଟିକା ଯୋଗାଇବାରେ ସିଜେଆଇଙ୍କ ଭୂମିକା ବେଶ୍‌ ପ୍ରଶଂସନୀୟ ଏବଂ ଏଥିପାଇଁ ସେ ଗର୍ବିତ ବୋଲି ଜୋସେଫ୍‌ ଲେଖିଛନ୍ତି। ପତ୍ରରେ ସେ ଏକ ଚିତ୍ର ମଧ୍ୟ ଆଙ୍କିଛନ୍ତି, ଯେଉଁଠି ନ୍ୟାୟାଳୟ କରୋନା ଉପରେ ପ୍ରହାର କରୁଥିବା ଦେଖିବାକୁ ମିଳିଛି। ଏଭଳି ‘ସୁନ୍ଦର ପତ୍ର’ ପାଇଁ ଜୋସେଫ୍‌ଙ୍କୁ ସିଜେଆଇ ଶୁଭକାମନା ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

ଅହମଦାବାଦ,୧୮।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ

କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ...

ଭୁଲ ମାଗିଲା ଗୁଗଲ

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ...

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ...

ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍‌ ଡାଉନ୍‌ ହୋଇଯାଇଛି। ଏଥିରେ ରେଡିଟ୍‌, ଟ୍ବିଚ୍‌ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍‌ର ଓ୍ବେବ୍‌ସାଇଟ୍‌...

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ...

କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍‌ଦାର ଯାଞ୍ଚ

ବୁଗୁଡ଼ା,୧୩ା୬(ଡି.ଏନ୍‌.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨.୭ କୋଟିର ମୋନାଲିସା ପେଣ୍ଟିଂ
Next Post Next post:
୧୪ ଯାଏ ପ୍ରବଳ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts