କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ ଶ୍ରେଣୀ ଛାତ୍ରୀ ଲିଡ୍ଓ୍ବିନା ଜୋସେଫ୍। ମହାମାରୀ ସଙ୍କଟରେ ତୁରନ୍ତ ଅକ୍ସିଜେନ୍ ଯୋଗାଣ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେବା ଏବଂ ସମସ୍ତଙ୍କୁ ମାଗଣା ଟିକା ଯୋଗାଇବାରେ ସିଜେଆଇଙ୍କ ଭୂମିକା ବେଶ୍ ପ୍ରଶଂସନୀୟ ଏବଂ ଏଥିପାଇଁ ସେ ଗର୍ବିତ ବୋଲି ଜୋସେଫ୍ ଲେଖିଛନ୍ତି। ପତ୍ରରେ ସେ ଏକ ଚିତ୍ର ମଧ୍ୟ ଆଙ୍କିଛନ୍ତି, ଯେଉଁଠି ନ୍ୟାୟାଳୟ କରୋନା ଉପରେ ପ୍ରହାର କରୁଥିବା ଦେଖିବାକୁ ମିଳିଛି। ଏଭଳି ‘ସୁନ୍ଦର ପତ୍ର’ ପାଇଁ ଜୋସେଫ୍ଙ୍କୁ ସିଜେଆଇ ଶୁଭକାମନା ଜଣାଇଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…
ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ...
ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…
ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି।...
ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍
ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...
‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’
କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର...
ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...
ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ଭାଇ ଗିରଫ
ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...
ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ
ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ...


