କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ ଶ୍ରେଣୀ ଛାତ୍ରୀ ଲିଡ୍ଓ୍ବିନା ଜୋସେଫ୍। ମହାମାରୀ ସଙ୍କଟରେ ତୁରନ୍ତ ଅକ୍ସିଜେନ୍ ଯୋଗାଣ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେବା ଏବଂ ସମସ୍ତଙ୍କୁ ମାଗଣା ଟିକା ଯୋଗାଇବାରେ ସିଜେଆଇଙ୍କ ଭୂମିକା ବେଶ୍ ପ୍ରଶଂସନୀୟ ଏବଂ ଏଥିପାଇଁ ସେ ଗର୍ବିତ ବୋଲି ଜୋସେଫ୍ ଲେଖିଛନ୍ତି। ପତ୍ରରେ ସେ ଏକ ଚିତ୍ର ମଧ୍ୟ ଆଙ୍କିଛନ୍ତି, ଯେଉଁଠି ନ୍ୟାୟାଳୟ କରୋନା ଉପରେ ପ୍ରହାର କରୁଥିବା ଦେଖିବାକୁ ମିଳିଛି। ଏଭଳି ‘ସୁନ୍ଦର ପତ୍ର’ ପାଇଁ ଜୋସେଫ୍ଙ୍କୁ ସିଜେଆଇ ଶୁଭକାମନା ଜଣାଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.