E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
8:59 pmJune 5, 2021

ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା ସ୍ବପ୍ନ ଭାଙ୍ଗି ଯିବାକୁ ବସିଥିଲା। ଏହାକୁ ନଜରରେ ରଖି ବିଏମ୍‌ସି ପକ୍ଷରୁ ଏକ ବ୍ୟବସ୍ଥା କରାଯାଇଛି। ବିଦେଶ ଯିବାକୁ ଚାହୁଁଥିବା ପିଲାମାନେ ୧୯୨୯ରେ କଲ୍‌ କରି ସେମାନଙ୍କ ରେଜିଷ୍ଟ୍ରେସନ କରି ପାରିବେ। ପରେ ବିଏମ୍‌ସି ପକ୍ଷରୁ ସେମାନଙ୍କ ଟିକାକରଣ ନେଇ ବ୍ୟବସ୍ଥା କରାଯିବ। ତେବେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ ବୟସ ୧୮ରୁ ଉର୍ଦ୍ଧ୍ୱ ହୋଇଥିବା ଆବଶ୍ୟକ। ସେହିପରି ଫରେନ୍‌ ୟୁନିଭରସିଟିରେ ଆଡ୍‌ମିଶନ ନେଇ ନିଶ୍ଚିତ ଥିବା ଛାତ୍ରୀଛାତ୍ରମାନେ ରେଜିଷ୍ଟ୍ରେସନ କରି ପାରିବେ। ଟିକାକରଣ ପାଇଁ ଯିବା ସମୟରେ ସମ୍ପୃକ୍ତ ୟୁନିଭରସିଟିର କନ୍‌ଫରମେସନ୍‌ ଲେଟର ସହ ଆଧାର କାର୍ଡ କିମ୍ବା ଅନ୍ୟ କୌଣସି ପରିଚୟ ପତ୍ର ନେବାକୁ ପଡିବ। ରବିବାରଠାରୁ ୧୯୨୯ରେ ରେଜିଷ୍ଟ୍ରେସନ ଆରମ୍ଭ କରାଯିବ ବୋଲି ବିଏମ୍‌ସି କମିଶନର ସଞ୍ଜୟ କୁମାର ସିଂହ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଓଏଏସ୍‌ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...

ଚିଲିକାରୁ ଚୋରି ହେଉଛି ପାଣି

ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ...

ଜଳବନ୍ଦୀରେ ନଦୀକୂଳିଆ ଗାଁ

ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...

ଯୁକ୍ତିତର୍କରୁ ଭୁଜାଲି ଚୋଟ

କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି...

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮...

କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ...

ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌
Next Post Next post:
୨ ଭଉଣୀଙ୍କୁ ଗଣବଳାତ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts