E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ସୁବର୍ଣ୍ଣପୁର

ସୁବର୍ଣ୍ଣପୁର ରିଂ ରୋଡ୍‌ ନିର୍ମାଣ କାର୍ଯ୍ୟ ବିଳମ୍ବିତ
12:59 pmJune 26, 2021June 28, 2021

ସୋନପୁର,୨୬।୬(ନି.ପ୍ର.) – ସୁବର୍ଣ୍ଣପୁର ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ପାଣ୍ଠି ଥାଇ ମଧ୍ୟ କାମର ଅଗ୍ରଗତି ହେଉନି। ଏହି ପ୍ରକଳ୍ପ କାର୍ଯ୍ୟ କେବେ ସରିବ, ସେ ଉତ୍ତର କାହାରି ପାଖରେ ନାହିଁ। ରିଂ ରୋଡ୍‌ର ସବୁଠୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହେଉଛି ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌। ମିସିଂ ଲିଙ୍କ କୁମ୍ଭାରପଡାରୁ ଦଶମତି ଘାଟ ୧୨୫୦ ମିଟର ଲମ୍ବ ପୋର୍ଟାଲ ଫ୍ରେମ୍‌ ବ୍ରିଜ୍‌ ହେବାର ଯୋଜନା ଅଛି। ମହାନଦୀ ପାର୍ଶ୍ୱରେ କଂକ୍ରିଟ୍‌ ରିଟେନିଂ ଓ୍ବାଲ୍‌ ନିର୍ମାଣ କରାଯିବ। ଏଥିପାଇଁ ୫୬ କୋଟି ୯ ଲକ୍ଷ ୮୩ ହଜାର ଟଙ୍କାର ଟେଣ୍ଡର ହୋଇଛି। କିନ୍ତୁ କାମ ଆରମ୍ଭ ହୋଇ ପାରୁନି। ଗତ ଜାନୁୟାରୀ ମାସରେ ବ୍ରିଜ୍‌ ପାଇଁ ନିର୍ମାଣ ହେବାକୁ ଥିବା ୪୫ଟି ପିଅର ପଏଣ୍ଟରେ ମାଟି ପରୀକ୍ଷା ହୋଇଥିଲା। ପୂର୍ତ୍ତ ବିଭାଗର ମୁଖ୍ୟ ଯନ୍ତ୍ରୀ ନିର୍ମାଣ ସ୍ଥଳ ଅନୁଧ୍ୟାନ କରି ଆହୁରି ଗଭୀରରୁ ମାଟି ପରୀକ୍ଷା ପାଇଁ ଠିକାସଂସ୍ଥା ଓ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ପୁଣି ପିଅର ପଏଣ୍ଟରେ ମାଟି ଖୋଳା ହେଲା। ତାପରଠାରୁ ୪ ମାସ ହେଲା କାମ ବନ୍ଦ ରହିଛି। ସୋନପୁର ବିଧାୟକ ତଥା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍‌ କରିଥିଲେ ହେଁ କାର୍ଯ୍ୟ ଆରମ୍ଭ ହୋଇପାରୁନି। ଏହି ଐତିହାସିକ ପ୍ରାଚୀନ ସହରର ତିନି ପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ସହରକୁ ବନ୍ୟା ଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା ରିଂ ରୋଡ ନିର୍ମାଣ ସକାଶେ ମହାରାଜା ବୀରମିତ୍ରୋଦୟ ସିଂହଦେବ ସଙ୍କଳ୍ପ ନେଇଥିଲେ। ଉଭୟ ନଦୀରେ ପଥର ବନ୍ଧ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ମାତ୍ର ତାହା ସମ୍ପୂର୍ଣ୍ଣ ହୋଇ ପାରି ନ ଥିଲା। ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଟ୍ରାଫିକ୍‌ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରିଂ ରୋଡ
ନିର୍ମାଣ ପାଇଁ ବିଧିବଦ୍ଧ ନିଷ୍ପତ୍ତି ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ସୁବର୍ଣ୍ଣପୁର View All

୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ

ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...

ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ।...

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍‌ ଚଳାଉ ଥିବା...

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ...

ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର...

୨ ସାଇବର ଠକ ଗିରଫ

କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ
Next Post Next post:
ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts