E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଏହି ପ୍ରାଚୀନ ଦୁର୍ଗରେ ହଠାତ୍‌ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଭାଇରାଲ ହେଉଛି ଭିଡିଓ
1:25 pmJune 5, 2021

ମଧ୍ୟପ୍ରଦେଶର ରାୟସେନର ପ୍ରାଚୀନ ଦୁର୍ଗରେ ଓଁ କାର ଆକୃତିର ଅଦ୍ଭୁତ ପ୍ରତିବିମ୍ବ ଦେଖିବାକୁ ମିଳିଛି। ରାୟସେନର ଉଚ୍ଚା ପାହାଡ଼ରେ ଥିବା ଏହି ପ୍ରାଚୀନ ଦୁର୍ଗରେ କିଛିଦିନ ତଳେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଥିଲା। ଯେତେବେଳେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ରାୟସେନର ସ୍ଥାନୀୟ ଦଶହରା ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇଥିଲେ ସେହି ସମୟରେ ଫଟୋ ଜର୍ନାଲିଷ୍ଟଙ୍କ ଦ୍ୱାରା ଉଠାଇଯାଇଥିବା ଏହି ଫଟୋରେ ଓଁକାର ପ୍ରତିବିମ୍ବ ଦେଖିବାକୁ ମିଳିଥିଲା।

ସୋସିଆଲ ମିଡିଆରେ ଯେତେବେଳେ ଏହି ଫଟୋ ଶେୟାର କରାଗଲା ଏହା ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେବାରେ ଲାଗିଲା। ପରେ ଲୋକେ ଦୀର୍ଘବର୍ଷ ଧରି ବନ୍ଦ ରହିଥିବା ସୋମେଶ୍ୱର ଧାମ ଶିବ ମନ୍ଦିର ଖୋଲିବାକୁ ଦାବି କରିଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଫଟୋର ସତ୍ୟତା ଜାଣିବା ପାଇଁ ରାୟସେନ ଦୁର୍ଗର ଭିଡିଓ ପ୍ରସ୍ତୁତ କରାଯାଇଥିଲା। ଏଥିରେ ସ୍ପଷ୍ଟ ଭାବରେ ଓଁକାର ପ୍ରତିବିମ୍ବ ଦେଖିବାକୁ ମିଳିଥିଲା। ଯାହା ଗଛର ଆକସ୍ମିକ ସ୍ବରୁପରେ ପରିବର୍ତ୍ତନ ହୋଇଥିଲା।

ପ୍ରତିଦିନ ରାୟସେନରେ ଥିବା ଏହି ସୋମେଶ୍ୱର ମନ୍ଦିର ଖୋଲିବାକୁ ଶ୍ରଦ୍ଧାଳୁମାନେ ଦାବି କରିଆସୁଥିଲେ। ମାତ୍ର ପ୍ରତ୍ନତତ୍ତ୍ୱ ବିଭାଗ ଅଧୀନରେ ଥିବା ରାୟସେନ ଦୁର୍ଗ ଯୋଗୁ ବାସିନ୍ଦାଙ୍କ ଦାବି ସବୁବେଳେ ଶୀତଳଭଣ୍ଡାରରେ ରହିଯାଏ। ଶିବ ମନ୍ଦିରକୁ ପ୍ରାର୍ଥନା କରିବା ପାଇଁ ସୋମେଶ୍ୱର ଧାମକୁ ବର୍ଷକୁ ଥରେ ମହାଶିବରାତ୍ରିରେ ଖୋଲାଯାଇଥାଏ। ୧୯୭୧ରେ ରାୟସେନ ବାସିନ୍ଦାଙ୍କ ଆନ୍ଦୋଳନ ପରେ ତତ୍କାଳୀନ ସରକାରଙ୍କ ସମୟରେ ଆରମ୍ଭ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ

ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ...

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
Next Post Next post:
ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts