ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ଉକ୍ତ ଘରକୁ ଘେରାବନ୍ଦୀ କରିରଖିଛି॥ ଘଟଣାସ୍ଥଳରେ ଏସ୍ଡିପିଓ ତୋଫାନ ବାଗ ଓ ପୋଲିସ ଟିମ ଅଛନ୍ତି । ସମ୍ପୃକ୍ତ ବନ୍ଧୁକଧାରୀ ଯୁବକଙ୍କୁ ଆତ୍ମ ସମର୍ପଣ କରିବା ପାଇଁ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି । ଘଟଣାସ୍ଥଳରେ ପ୍ରବଳ ଭିଡ଼ ଜମିଛି।
Posted inଆମ ଜିଲା ଖବର, ବଲାଙ୍ଗୀର View All
କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ...
ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ
ଅନୁଗୋଳ ଅଫିସ, ୨ା୬ – କୋଭିଡ୍-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...
ଏଥର ଛେରାପହଁରା କରିବେନି ଗଜପତି ମହାରାଜା
ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ...
ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍ପିସିବି ପକ୍ଷରୁ ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର କଳିଙ୍ଗନଗର...
ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ
ଛତ୍ରପୁର,୨୫।୬(ଡି.ଏନ୍.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା।...
ପଦୋନ୍ନତିକୁ ହଁ, ବଦଳିକୁ ନା
କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ।...
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...


