E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବଲାଙ୍ଗୀର

ହଠାତ୍‌ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…
12:36 pmJune 15, 2021

ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ଉକ୍ତ ଘରକୁ ଘେରାବନ୍ଦୀ କରିରଖିଛି॥ ଘଟଣାସ୍ଥଳରେ ଏସ୍‌ଡିପିଓ ତୋଫାନ ବାଗ ଓ ପୋଲିସ ଟିମ ଅଛନ୍ତି । ସମ୍ପୃକ୍ତ ବନ୍ଧୁକଧାରୀ ଯୁବକଙ୍କୁ ଆତ୍ମ ସମର୍ପଣ କରିବା ପାଇଁ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି । ଘଟଣାସ୍ଥଳରେ ପ୍ରବଳ ଭିଡ଼ ଜମିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବଲାଙ୍ଗୀର View All

ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...

ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ...

ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍‌ ଶୁଭମନ ଗିଲ୍‌: ମିଳିଲା ରୋଚକ ଉତ୍ତର
Next Post Next post:
କୋଭିଡ କଟକଣା ମଧ୍ୟରେ ସରିଲା ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts