ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ଉକ୍ତ ଘରକୁ ଘେରାବନ୍ଦୀ କରିରଖିଛି॥ ଘଟଣାସ୍ଥଳରେ ଏସ୍ଡିପିଓ ତୋଫାନ ବାଗ ଓ ପୋଲିସ ଟିମ ଅଛନ୍ତି । ସମ୍ପୃକ୍ତ ବନ୍ଧୁକଧାରୀ ଯୁବକଙ୍କୁ ଆତ୍ମ ସମର୍ପଣ କରିବା ପାଇଁ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି । ଘଟଣାସ୍ଥଳରେ ପ୍ରବଳ ଭିଡ଼ ଜମିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.